ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବା ମନା: ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଜିଲାରେ ଗ୍ରାମାଞ୍ଚଳ ଲୋକଙ୍କୁ ଆସନ୍ତା ୧୫ ଦିନ ପାଇଁ ସହରକୁ ଆସିବାକୁ ବାରଣ କରାଯାଇଛି। ଶନିବାର ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି। କୌଣସି ଜରୁରୀ କାମ ନ ଥିଲେ ସହରକୁ ନ ଆସିବାକୁ ଜିଲାପାଳ ଗ୍ରାମାଞ୍ଚଳ ଲୋକଙ୍କୁ ଅନୁରୋଧ କରିଛନ୍ତି। ମାସ୍କ ପରିଧାନ, ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ହାତକୁ ଭଲଭାବେ ଧୋଇବା ପାଇଁ ମଧ୍ୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶାବାସୀ ବିରୋଧୀଙ୍କ…

ହିଞ୍ଜିଳିକାଟୁ,୨୪।୪: ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା ସୃଷ୍ଟି...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri