ୟୁକୋ ବ୍ୟାଙ୍କର ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଶିବିର

କଟକ,୨୭।୯ୟୁକୋ ବ୍ୟାଙ୍କର ସହଯୋଗୀ ଅନୁଷ୍ଠାନ ୟୁକୋ ଗ୍ରାମୀଣ ଆମତ୍ନିଯୁକ୍ତି ପ୍ରଶିକ୍ଷଣ ସଂସ୍ଥା ପକ୍ଷରୁ କଟକଠାରେ ଏକ ୭ ଦିନିଆ ବିଜ୍‌ନେସ୍‌ କରେସପଣ୍ଡେନ୍ସ୍ସ ଏଜେଣ୍ଟ (ବିସିଏ) ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ ତାଲିମ ଶିବିରରେ ୨୨ଜଣ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ସଭ୍ୟାମାନେ ଯୋଗଦେଇ ବିଭିନ୍ନ ବିଷୟରେ ଭାବ ବିନିମୟ କରିଥିଲେ। ସଂସ୍ଥାର ନିର୍ଦ୍ଦେଶକ ସୁକାନ୍ତ ଛାଟୋଇଙ୍କ ପୌରୋହିତ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମକୁ କଟକ ଜିଲାର ଏଲ୍‌ଡିଏମ୍‌ ରାଜେଶ କୁମାର ବେହେରା ଉଦଘାଟନ କରିଥିଲେ। ଏଥିରେ ପୂର୍ବତନ ୟୁକୋ ବ୍ୟାଙ୍କ ଅଧିକାରୀ ଯୁଗଳ କିଶୋର ଦାସ, ୟୁକୋ ବ୍ୟାଙ୍କ ମର୍କତନଗର ଶାଖାର ପରିଚାଳିକା ଦେବଶ୍ରୀ ମିଶ୍ର, ଏଫ୍‌ଏଲ୍‌ସି ସତ୍ୟନାରାୟଣ ରାଉତ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ବରିଷ୍ଠ ପ୍ରଶିକ୍ଷକ ଅମିତ୍‌ କୁମାର ମହାନ୍ତି ପରିଚାଳନା କରିବା ସହ ଅନ୍ୟ କର୍ମଚାରୀମାନେ ମଧ୍ୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri