ଋଷିକୂଲ୍ୟା ନଦୀ କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୫୨ କୋଟି

ଛତ୍ରପୁର,୨୮।୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ଋଷିକୁଲ୍ୟା ନଦୀ କଂସାରୀଗଣ୍ଡରେ ବ୍ୟାରେଜ ନିର୍ମାଣର ଶୁଭାରମ୍ଭ ହୋଇଛି। ବୁଧବାର ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହି କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ୨୦୨୩ରେ ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ପ୍ରକଳ୍ପ ଲାଗି ୧୫୨ କୋଟି ଟଙ୍କା ଖର୍ଚ୍ଚ ହେବ। ବ୍ୟାରେଜର ଲମ୍ବ ୨୦୫ ମିଟର ରହିବା ସହ ୧୪ ଟି ସୁଇଜ୍‌ ଗେଟ ରହିବ। ଏହି ବ୍ୟାରେଜ ନିର୍ମାଣ ହେଲେ ପାଣି ଗଚ୍ଛିତ ରହିବା ସହ ବନ୍ୟା ନିୟନ୍ତ୍ରଣ, ଜଳସେଚନ, ଫିସେରୀ ଓ ଇକୋ ଟୁରିଯିମ୍‌ର ସୁବିଧା ହୋଇପାରିବ
ଏହା ଦ୍ୱାରା ଛତ୍ରପୁର ଓ ଗଞ୍ଜାମ ବ୍ଲକର ୧୬ଟି ଗାଁର ୮୮ ହଜାର ୨୫୯ ଲୋକେ ଉପକୃତ ହେବେ ୨୦୨୫ ଅକ୍ଟୋବର ସୁଦ୍ଧା ଏହା ସାରିବାକୁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଚାରାରୋପଣ, ସବୁଜ ପରିବେଶ….

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଭିନ୍ନ ଢଙ୍ଗରେ ପାଳିତ ହୋଇଯାଇଛି । ଏହି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

ମା’ ପାଟ୍ଟଖଣ୍ଡା ମନ୍ଦିରରେ ଦୀପ ଜାଳିଲେ ଶତାଧିକ ମହିଳା, ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ପାଳନ ଅବସରରେ ଆଶୀର୍ବାଦ ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଆଶୀର୍ବାଦର ଦୀପଟିଏ କାର୍ଯ୍ୟକ୍ରମ ବ୍ଲକ ନୋଡାଲ…

ଭାରତରେ iPhone 18 Pro, 18 Pro Max ବିକ୍ରି ଆରମ୍ଭ, ଅଧରାତିରୁ ଷ୍ଟୋର୍‌ ବାହାରେ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ,୧୮ା୯: ଭାରତରେ ଆପଲ୍‌ iPhone 18 Pro ଓ iPhone 18 Pro Maxର ଅଫିସିଆଲ୍‌ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ନୂଆ iPhone କିଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?