ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି ।  ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ ବାହାରି ପାରୁ ନାହାନ୍ତି । ଏଥିସହ ପବନର ବେଗ ମଧ୍ୟ ବେଳକୁ ବେଳ ବୃଦ୍ଧି ପାଉଥିବା ଜଣା ପଡିଛି । ପ୍ରଖର ସୁଅରେ ନଦୀ ଜଳ ପ୍ରଭାହିତ ହେଉଥିବା ଦେଖିବାକୁ ମିଳିଛି ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଯଦି ଦୁଇ ଦିନ ବର୍ଷା ଆହୁରି ଲାଗି ରୁହେ ତାହେଲେ ସ୍ଥାନୀୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନା ବୋଲି ସୁଦାମ ଜେନା ଗଣମାଧ୍ୟମକୁ କହିଛନ୍ତି । ଅନ୍ୟପଟେ ଗୁରୁବାର ରାତିରେ ପବନବେଗ ଘଣ୍ଟା ପ୍ରତି ୭୦ ରୁ ୭୨ ବେଗରେ ବୋହିବା ଫଳରେ ଗୋଖର କୁଦା ଯିବା ରାସ୍ତାର ଅଧିକାଂଶ ଗଛ ଭାଙ୍ଗି ପଡ଼ିଥିବା ଦେଖିବାକୁ ମିଳିଛି । ଏଥିସହ ଏହା ପ୍ରଭାବରେ ବଙ୍ଗଳା ଓଡିଆରପି କଲୋନୀରେ ବନ୍ୟା ପାଣି ପଶିଯାଇଛି । କିଛି ଲୋକଙ୍କ ଘରେ ମଧ୍ୟ ପାଣି ପଶି ଯାଇଥିବା ଦେଖିବାକୁ ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?