ଋଷିକୂଲ୍ୟା ବଞ୍ଚାଓ ଅଭିଯାନ ପଦଯାତ୍ରା

ଗଞ୍ଜାମ,୨୫।୩(ବିଦ୍ୟାଧର ସାହୁ ): ଋଷିକୂଲ୍ୟା ପାଣି ଲୋକଙ୍କର,କମ୍ପାନୀକୁ ପାଣି ଯୋଗାଇବା, ଋଷିକୂଲ୍ୟା ଉପର ଖଣ୍ଡରେ ପ୍ରବାହିତ ଡ୍ୟାମ ନିର୍ମାଣ ବାତିଲ ଆଦି ଦାବିରେ ଋଷୁକୂଲ୍ୟା ସୁରକ୍ଷା ପଦଯାତ୍ରା ଆରମ୍ଭ ହୋଇଛି । ଏହି ପଦଯାତ୍ରା ମଙ୍ଗଳବାର ଗଞ୍ଜାମ ସହରରେ ପ୍ରବେଶ କରିବା ପରେ ଗଞ୍ଜାମ ବରିଷ୍ଠ ନାଗରିକ ମଞ୍ଚ, ଦି ଇକୋୱାରୀଅର ସ୍ବେଛାସେବୀ ସଂଗଠନ ପକ୍ଷରୁ ୱାର୍ଡ ନ । କରଣ ସାହି ଠାରେ ବିପୁଳ ସମ୍ଭର୍ଦ୍ଧନା ଜଣାଇଥିଲେ। ବରିଷ୍ଟ ନାଗରିକ ମଞ୍ଚର ବିନୋଦ ଚନ୍ଦ୍ର ପାଢ଼ୀ, ସ୍ଥାନୀୟ ଅଞ୍ଚଳ ଯୁବ ସ୍ବେଚ୍ଚାସେବୀ ସୁଧୀର କୁମାର ପାଢ଼ୀ, ନୀଳାଞ୍ଚଳ ବାରିକି, ସୁଦାମ ଚରଣ ଜେନା, ଇକୋବlରିଆର ପ୍ରଭାତ ସାହୁ, ଆକାଶ ଗୌଡ଼, ଇଲେୟା ପ୍ରମୁଖ ଫୁଲତୋଡ଼ା ଦେଇ ପ୍ରଥମେ ସ୍ବାଗତ କରିବା ସହ ପଦଯାତ୍ରାରେ ସାମିଲ ହୋଇଥିଲେ l ସେଠାରୁ ପଣ୍ଡାସାହି, ଦୁର୍ଗାଦେବୀ ସାହି, ସାମନ୍ତରା ସାହି, କଲେଜ ରୋଡ଼ ଦେଇ ସାନ ବଜାର ଠାରେ ପହଞ୍ଚିଥିଲା ପଦଯାତ୍ରା। ପୁଣି ବଡବଜାର ପରିକ୍ରମା ପରେ ପୁଇଁତୋଳା ଦେଇ ପୁରୁଣା ବନ୍ଧ ଋଷୁକୂଲ୍ୟା ମୁହାଣ ଠାରେ ପହଞ୍ଚିବା ପରେ ପଦଯାତ୍ରା ଶେଷ ହୋଇଥିଲା। କମ୍ପାନୀକୁ ପାଣିଦେବା ବନ୍ଦ କର, ଋଷୁକୂଲ୍ୟା ବଞ୍ଚାଓ ନାରାବାଜିରେ ସହର ପ୍ରକମ୍ପିତ ହୋଇଥିଲା।

ପିପଳଙ୍କାରେ ପ୍ରସ୍ତାବିତ ଡ୍ୟାମ ଓ ଅବାଧାଲୀ ଖନନ ବିରୁଦ୍ଧରେ ଋଷୁକୂଲ୍ୟା ନଦୀର ସୁରକ୍ଷା ପାଇଁ ଦଶ ଦିନିଆ ପଦଯାତ୍ରା ଆରମ୍ଭ ହୋଇଥିଲା। ଋଷିକୂଲ୍ୟା ସୁରକ୍ଷା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚଳିତ ମାସ ୧୬ରୁ ଏହି ପଦଯାତ୍ରା ବାହାରିଥିଲା। ଏହି ପଦଯାତ୍ରାରେ ଦୟାନଦୀ ବଞ୍ଚାଓ ଆବାହକ ସଚ୍ଚିଦାନନ୍ଦ ପ୍ରଧାନ, ପ୍ରଫୁଲ୍ଲ ସାମନ୍ତରl, ସିମାଞ୍ଚଳ ନାହାକ, ଦେବପ୍ରସାଦ ରାଓ, ଲକ୍ଷ୍ମୀ ନୃସିଂହ ରଥ ସୁବାଷ ରାଉଳ, ସଂଜୀବ ରେଡି ପ୍ରମୁଖ ପଦଯାତ୍ରାର ନେତୃତ୍ୱ ନେଇଥିଲେ l ମଙ୍ଗଳବାର ଋଷିକୂଲ୍ୟା ମୁହାଣ ଠାରେ ପଦଯାତ୍ରା ପହଞ୍ଚିବା ପରେ ପଦଯାତ୍ରା ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri