ସୁମି ଅଞ୍ଚଳରେ ଏୟାର୍‌ଷ୍ଟ୍ରାଇକ୍‌ କଲା ରୁଷିଆ: ୨୨ ମୃତ

କ୍ୱିଭ୍‌,୯।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ରୁଷିଆ ସୁମିର ଆବାସିକ ଅଞ୍ଚଳ ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏଥିରେ ଅତିକମ୍‌ରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୩ ପିଲା ସାମିଲ ଅଛି।
ସୂଚନାଯୋଗ୍ୟ, ଆଜି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧର ୧୪ ତମ ଦିନ। ୧୪ ଦିନ ପରେ ମଧ୍ୟ, ରୁଷିଆ ୟୁକ୍ରେନ ରାଜଧାନୀ କ୍ୱିଭକୁ ନିଜ ଦଖଲକୁ ନେଇପାରି ନାହିଁ। ଏହି ସମୟ ମଧ୍ୟରେ ରୁଷିଆ ଉପରେ ପ୍ରତିବନ୍ଧକ ବୃଦ୍ଧି ପାଉଛି । ଆମେରିକା ରୁଷିଆରୁ ଅଶୋଧିତ ତୈଳ ଏବଂ ଗ୍ୟାସ ଆମଦାନୀ କରିବ ନାହିଁ ବୋଲି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ସ୍ପଷ୍ଟ କରିଛନ୍ତି। ସୈିପରି ପେପସିକୋ ରୁଷିଆରେ ଉତ୍ପାଦନ ଏବଂ ବିକ୍ରୟ ବନ୍ଦ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଭଳି ଏବେ ‘ଲୁ’ର ହେବ ନାମକରଣ…

ସେଭିଲ/ନୂଆଦିଲ୍ଲୀ, ୯।୬ : ବାତ୍ୟା ଭଳି ଏବେ ଖୁବ ଶୀଘ୍ର ‘ଲୁ’ର ମଧ୍ୟ ନାମକରଣର କରାଯିବ। ‘ଲୁ’ର ନାମକରଣ କରିବାର କାରଣ ହେଉଛି ଏହାର ଗୁରୁତ୍ୱକୁ...

କାହାର ହେବ କଂଗ୍ରେସ

ଓ୍ବାଶିଂଟନ,୯।୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ କାର୍ଯ୍ୟକାଳକୁ ଇତିମଧ୍ୟରେ ୨ ବର୍ଷ ପୂରିଛି। ଏହି ଅବସରରେ କଂଗ୍ରେସର ନିମ୍ନ ସଦନ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ (ପ୍ରତିନିଧି...

‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’

ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍‌ ଗେଟ୍‌ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର...

ଚାଇନାକୁ ପଛରେ ପକାଇଲା ବ୍ରିଟେନ୍‌: ୧୦ ଦିନରେ ୪୦୦୦ ଶଯ୍ୟା ବିଶିଷ୍ଟ ନାଇଟେଙ୍ଗଲ୍‌ ହସ୍ପିଟାଲର ନିର୍ମାଣ ଶେଷ

ଲଣ୍ଡନ,୨।୪: କରୋନା ସଂକ୍ରମଣର ମୁକାବିଲା ପାଇଁ ଚାଇନାର ପ୍ରସ୍ତୁତିକୁ ବ୍ରିଟେନ୍‌ ପଛରେ ପକାଇ ଦେଇଛି। ଲଣ୍ଡନରେ ବ୍ରିଟେନ ସୈନ୍ୟ ବାହିନୀ ପକ୍ଷରୁ ୪୦୦୦ ଶଯ୍ୟା ବିଶିଷ୍ଟ...

ମାଇନସ୍‌ ୫୨ ଡିଗ୍ରୀରେ ଦୌଡିଲେ ମାରାଥନ ଧାବକ: ଚେହେରାରେ ଜମିଗଲା ବରଫ

ବେଜିଂ,୨୮।୧୨: ଉତ୍ତର ଚାଇନାର ମଙ୍ଗୋଲିଆ ନିକଟରେ ଥିବା ଜେନେ ସହରରେ ୨୦୧୯ର ଚାଇନା ପୋଲ ଅଫ୍‌ କୋଲ୍ଡ ମାରାଥନର ଆୟୋଜନ କରାଯାଇଥିଲା। ଏଥିରେ ପାଖାପାଖି ୧୫ଶହ...

ହିଟଲର-ସଦ୍ଦାମ ହୁସେନଙ୍କୁ ଅନୁସରଣ କରୁଛନ୍ତି ପୁଟିନ୍‌, ଖାଦ୍ୟରେ ଜହର ଅଛି କି ନାହିଁ ହେଉଛି ଯାଞ୍ଚ୍‌…

ମସ୍କୋ, ୨୨।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ହଜାର ହଜାର ରୁଷୀୟ ସୈନିକଙ୍କୁ ବଳି ପକାଇ ଦେଇଛନ୍ତି। ପୁଟିନ ନିଜେ ଆଗ...

କରୋନା ଯାଞ୍ଚ ପାଇଁ ଚାଇନା ଯିବ ଡବ୍ଲୁଏଚ୍‌ଓ

ବେଜିଂ,୧୧ ।୧: କରୋନା ଭାଇରସ କେଉଁଠୁ ଆସିଲା, ଏହାର ଉତ୍ପତି ସ୍ଥଳ କେଉଁଠି ଏହାର ଯାଞ୍ଚ କରିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଏକ ବିଶେଷଜ୍ଞ ଦଳ...

ଆଉ ରକ୍ଷା ନାହିଁ, ଏବେ ଏଭଳି ବ୍ୟାପୁଛି କରୋନା…

ଓ୍ବାଶିଂଟନ/ଲଣ୍ଡନ,୧୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ପୂର୍ବରୁ କରୋନା ଭୁତାଣୁ...

Advertisement
Archives

Model This Week