ପୁଟିନଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ଆଣିଲା ରୁଷିଆ

ମସ୍କୋ,୩।୫: ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ରୁଷିଆ ଅଭିଯୋଗ କରିଛି। ରୁଷିଆ କହିଛି, ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା କରିବା ପାଇଁ ମସ୍କୋ ଉପରେ ଡ୍ରୋନ ମାଧ୍ୟମରେ ଆକ୍ରମଣ କରିଛି। ହେଲେ ରୁଷିଆ ସେନା ଦୁଇଟି ଡ୍ରୋନକୁ ତଳକୁ ଖସାଇ ଦେଇଛନ୍ତି।

କ୍ରେମଲିନ କହିଛି,ଏହି ଆକ୍ରମଣକୁ ଏକ ସୁଚିନ୍ତିତ ଆତଙ୍କବାଦୀ କାର୍ଯ୍ୟ ଏବଂ ରାଷ୍ଟ୍ରପତିଙ୍କୁ ହତ୍ୟା କରିବାକୁ ଏକ ପ୍ରୟାସ। ତେବେ ପୁଟିନ ଆହତ ହୋଇନାହାଁନ୍ତି ଏବଂ କ୍ରେମଲିନ ବିଲ୍ଡିଂରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ବିବୃତ୍ତିରେ କୁହାଯାଇଛି। ତେବେ ଏହି ଘଟଣାକୁ ନେଇ ଆକ୍ରମଣ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri