Posted inଜାତୀୟ

୧୦୦ ବସ୍‌ର ବ୍ୟବସ୍ଥା କଲା ରୁଷିଆ…

ନୂଆଦିଲ୍ଲୀ /କ୍ୱିଭ୍‌/ମସ୍କୋ, ୫।୩ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଲଗାତାର ୧୦ ଦିନ ଧରି ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନ୍‌ରୁ ଭାରତୀୟ ନାଗରିକ ଏବଂ ଛାତ୍ରୀଛାତ୍ରଙ୍କ ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ସରକାରଙ୍କ ପକ୍ଷରୁ ଅପରେଶନ୍‌ ଗଙ୍ଗା ଆରମ୍ଭ କରାଯାଇଛି।

ସୁବିଧାରେ ଭାରତୀୟଙ୍କୁ ପୋଲାଣ୍ଡ, ହଙ୍ଗେରୀ ଏବଂ ରୋମାନିଆରେ ପହଞ୍ଚାଇବା ଲାଗି ରୁଷିଆ ପକ୍ଷରୁ ୧୦୦ଟି ବସ୍‌ର ବ୍ୟବସ୍ଥା କରାଯାଇଛି। ଏନେଇ ଭାରତରେ ଅବସ୍ଥାପିତ ଥିବା ରୁଷିଆ ରାଷ୍ଟ୍ରଦୂତ ଡେନିସ୍‌ ଏଲପୋଓ୍ବ ସୂଚନା ପ୍ରଦାନ କରିଛନ୍ତି।

ଏସବୁ ବସ୍‌ ମାଧ୍ୟମରେ ୟୁକ୍ରେନ୍‌ର ବିଭିନ୍ନ ଅଞ୍ଚଳରୁ ଭାରତୀୟଙ୍କୁ ପଡ଼ୋଶୀ ଦେଶସୀମାରେ ପହଞ୍ଚାଇ ଦିଆଯିବ। ୟୁକ୍ରେନ୍‌ରେ ଥିବା ଭାରତୀୟଙ୍କୁ ସୁରକ୍ଷିତ ଏୟାର ଲିଫ୍ଟ ସ୍ଥଳକୁ ଆଣିବା ରୁଷିଆ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri