ୟୁକ୍ରେନ ଉପରେ ଆକ୍ରମଣ କଲା ରୁଷିଆ: ୮ ମୃତ, ୩୧ ଆହତ

ମସ୍କୋ,୮।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ଦେଉନାହିଁ। ଉଭୟ ପାର୍ଶ୍ୱରୁ ଭୟଙ୍କର ଆକ୍ରମଣ ହୋଇଛି। ନିକଟରେ ରୁଷିଆର ରାଜଧାନୀ ମସ୍କୋ ଆଖପାଖ ଅଞ୍ଚଳକୁ ୟୁକ୍ରେନ ଟାର୍ଗେଟ କରିଛି, ଯେଉଁ କାରଣରୁ ରୁଷିଆ କ୍ରୋଧିତ ହୋଇଛି। ଏଭଳି ପରିସ୍ଥିତିରେ ରୁଷିଆ ଅତ୍ୟନ୍ତ ଆକ୍ରମଣାତ୍ମକ ଦେଖାଯାଉଛି। ତେବେ ରୁଷିଆ ୟୁକ୍ରେନ ପୂର୍ବ ସହର ପୋକ୍ରୋଭସ୍କ ଉପରେ କ୍ଷେପଣାସ୍ତ୍ର ବର୍ଷା କରିଛି, ଯେଉଁଥିରେ ମୋଟ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୧ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri