ୟୁକ୍ରେନ-ରୁଷିଆ ସଙ୍କଟକୁ ନେଇ ଯୁଦ୍ଧ ଆଶଙ୍କା କଲେ ଆମେରିକା ରାଷ୍ଟ୍ରପତି

ୱାଶିଂଟନ,୧୮ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଶଙ୍କା କରିଛନ୍ତି ଯେ ଆଗାମୀ କିଛିଦିନ ମଧ୍ୟରେ ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁ୍‌ଦ୍ଧ ହୋଇପାରେ । ଏହାସହ ସେ କହିଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ୍ କରିବାର କୌଣସି ଯୋଜନା ନାହିଁ । ସୂଚନାଯୋଗ୍ୟ, ବାଇଡେନ ପ୍ରଶାସନ ଲଗାତାର ଭାବେ ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣର ଚେତାବନୀ ଦେଇ ଆସୁଛି । ଇତିମଧ୍ୟରେ ରୁଷିଆ ତା’ର କିଛି ସେନାଙ୍କୁ ୟୁକ୍ରେନ୍ ସୀମାରୁ ଫେରାଇ ଆଣିବା କଥା କହିଛି । ଏହା ପୂର୍ବରୁ ଆମେରିକା ବୈଦେଶିକ ମନ୍ତ୍ରୀ ଏଣ୍ଟନି ବ୍ଲିଙ୍କନ କହିଥିଲେ ୟୁକ୍ରେନ୍ ସୀମାରୁ ରୁଷିଆ ସେନା ଫେରାଇ ନେଇ ଆସିବାର କୌଣସି ସାର୍ଥକ ଚିତ୍ର ଦେଖିପାରୁ ନାହିଁ । ସେ କହିଥିଲେ ଏବେବି ପ୍ରକୃତ ଭୟ ଲାଗି ରହିଛି ।
ଏବେ ହ୍ୱାଇଟ ହାଉସ ପକ୍ଷରୁ କୁହାଯାଇଛି କି ୟୁକ୍ରେନ୍ ଉପରେ ରୁଷିଆ ଯେ କୌଣସି ସମୟରେ ଆକ୍ରମଣ କରିପାରେ । ବୁଧବାର ହ୍ୱାଇଟ ହାଉସର ପ୍ରେସ ସଚିବ ଜେନ ସାକି ଆଶଙ୍କା କରି କହିଛନ୍ତି ଯୁଦ୍ଧ କୌଣସି ସମୟରେ ହୋଇପାରେ । ଏକ ପ୍ରେସ ବାର୍ତ୍ତାରେ ସେ ଏହା କହିବା ସହ ଆହୁରି ମଧ୍ୟ କହିଛନ୍ତି ରୁଷିଆ ଅନେକ ବାହାନା ଦେଖାଇ ଆକ୍ରମଣ କରିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?