ୟୁକ୍ରେନ୍‌ ଉପରେ ବଡ଼ ଆକ୍ରମଣ କଲା ରୁଷିଆ: ୭୦ ସୈନ୍ୟ ନିହତ

କ୍ୱିଭ୍‌,୧।୩: ୟୁକ୍ରେନ ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଆପଣାଇ ରୁଷ ଘନଘନ ଆକ୍ରମଣ କରୁଛି। ରଷିଆର ସାମରିକ ଆକ୍ରମଣରେ ୭୦ରୁ ଅଧିକ ୟୁକ୍ରେନ ସୈନିକ ନିହତ ହୋଇଛନ୍ତି। ଓଖର୍ଟିକାରେ ଅବସ୍ଥିତ ସାମରିକ ବେସ୍କୁ ଆର୍ଟିଲିରିକୁ ଟାର୍ଗେଟ କରାଯାଇଥିଲା। ଓଖର୍ଟିକା ସହର ଖାର୍କ୍ୱିଭ ଏବଂ କ୍ୱିଭ୍‌ ମଧ୍ୟରେ ଅବସ୍ଥିତ।
ସୂଚନାଯୋଗ୍ୟ, ୟୁକ୍ରେନର ରାଜଧାନୀ କ୍ୱିଭ୍‌କୁ ଦଖଲ ପାଇଁ ରୁଷିଆ ସେନା ଦ୍ରୁତ ଗତିରେ ଆଡକୁ ମାଡିଆସୁଛି। ରୁଷିଆର ଏକ ୪୦ ମାଇଲ ଲମ୍ବା କନଭେନ କ୍ୱିଭ୍‌ ଅଭିମୁଖେ ବାହାରିଛନ୍ତି। ରୁଷିଆ ଆକ୍ରମଣ ପରେ ୟୁକ୍ରେନକୁ ପଠାଯାଇଥିବା ଏହା ହେଉଛି ଦୀର୍ଘତମ ସାମରିକ କନଭେନ।
ଗୁରୁବାର ଠାରୁ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆର ସେନା ବେଲାରୁଷର ସୀମାକୁ ବ୍ୟବହାର କରି ୟୁକ୍ରେନରେ ଅନୁପ୍ରବେଶ କରିଥିଲା। ଏହାବ୍ୟତୀତ ରୁଷିଆ ସମର୍ଥିତ ବିଚ୍ଛିନ୍ନତାବାଦୀଙ୍କ ଆଧିପତ୍ୟ ଥିବା ଅଞ୍ଚଳ ଓ କ୍ରିମିଆ ଦେଇ ମଧ୍ୟ ରୁଷୀୟ ସୈନ୍ୟମାନେ ୟୁକ୍ରେନରେ ପ୍ରବେଶ କରିଥିଲେ। ଏପରିକି ରୁଷୀୟ ସେନା ମଧ୍ୟ ଛଦ୍ମବେଶରେ ଲୁଚି ଆକ୍ରମଣ କରିଥିବା ୟୁକ୍ରେନ ସେନା ତା’ର ଅଫିସିଆଲ ଫେସବୁକ ପେଜରେ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?