ରାତି ସାରା ୟୁକ୍ରେନ୍‌ରେ ଡ୍ରୋନ ଦ୍ୱାରା ଆକ୍ରମଣ କଲା ରୁଷିଆ…

କିଭ୍‌,୩୧।୧୨ : ରୁଷିଆ ୟୁକ୍ରେନ ଉପରେ ଏବେ ଆକ୍ରମଣ ଜୋରଦାର କରିଛି। ଏହି ସମୟ ମଧ୍ୟରେ ଏହା ସାମ୍ନାକୁ ଆସିଛି ଯେ ରୁଷିଆ ଶୁକ୍ରବାର ରାତି ସାରା ଇରାନର ଡ୍ରୋନ ସହାୟତାରେ ୟୁକ୍ରେନରେ ଆକ୍ରମଣ କରିଛି। ଏନେଇ ୟୁକ୍ରେନ କର୍ତ୍ତୃପକ୍ଷ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।ରୁଷିଆ ଇରାନରେ ନିର୍ମିତ ୧୬ ଟି ଡ୍ରୋନ ଦ୍ୱାରା ରାତିସାରା ୟୁକ୍ରେନ ଉପରେ ବୋମା ବିସ୍ଫୋରଣ କରିଥିଲା।

ନ୍ୟୁଜ ଏଜେନ୍ସି ରଏଟର୍ସ ଅନୁଯାୟୀ, କିଭ୍‌ର ଦକ୍ଷିଣ ଭାଗରେ ବୋମା ମାଡ଼ କରିଥିଲା। ୟୁକ୍ରେନ ସୈନ୍ୟବାହିନୀ ଏହା ମଧ୍ୟ କହିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ରୁଷିଆ ୮୫ ଟି ମିସାଇଲ ଷ୍ଟ୍ରାଇକ, ୩୫ ଟି ଏୟାର ଷ୍ଟ୍ରାଇକ ଏବଂ ଏକାଧିକ ରକେଟ ଲଞ୍ଚର ସିଷ୍ଟମରୁ ୬୩ ଟି ଆକ୍ରମଣ କରିଛି।
ଏଥି ସହିତ ୟୁକ୍ରେନର ରାଷ୍ଟ୍ରପତି ଭୋଲଡିମିର ଜେଲେନସ୍କି କହିଛନ୍ତି ଯେ ରୁଷିଆ ୟୁକ୍ରେନ୍‌ର ଶକ୍ତି ଉତ୍ପାଦନ କେନ୍ଦ୍ର ଭିତ୍ତିଭୂମିକୁ ଟାର୍ଗେଟ କରି ଏହି ଆକ୍ରମଣ କରିଛି। ଶକ୍ତି ଭିତ୍ତିଭୂମିରେ ସମ୍ଭାବ୍ୟ କ୍ଷତି ହ୍ରାସ କରିବାକୁ ଲକ୍ଷ୍ୟ ରଖିଥିବା ଓଡେସା ଏବଂ ଡିନିପ୍ରୋପେଟ୍ରୋଭସ୍କ ଅଞ୍ଚଳରେ ବିଦ୍ୟୁତ କାଟ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

ଜିତିଲେ ପ୍ରଶାନ୍ତ କିଶୋର, ଭାଙ୍ଗିଲା ଭାଜପାର ୩୫ ବର୍ଷର ଗଡ଼, ଏତିକି ଭୋଟ ବ୍ୟବଧାନରେ ବଡ଼ ବିଜୟ

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ବଡ଼ ବିଜୟ ହାସଲ କଲେ ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …

ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ ଜାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri