ୟୁକ୍ରେନ ଉପରେ ରୁଷିଆର ପୁଣି ଆକ୍ରମଣ: ୫ ମୃତ, ୩୫ ଆହତ

କିଭ୍‌,୨୪ା୧୨: ରୁଷିଆ ପୁଣି ୟୁକ୍ରେନ ଉପରେ ଶନିବାର ଆକ୍ରମଣ କରିଛି। ଅଧିକାରୀମାନେ କହିଛନ୍ତି, ନିକଟରେ ମୁକ୍ତ ହୋଇଥିବା ୟୁକ୍ରେନ ସହର ଖେର୍ସନ ଉପରେ ରୁଷିଆ ଆଜି ଆକ୍ରମଣ କରିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଜଣ ଆହତ ହୋଇଛନ୍ତି। ରାଷ୍ଟ୍ରପତି ଜେଲେନ୍‌ସ୍କି ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି।

ରାଷ୍ଟ୍ରପତି ଜେଲେନ୍‌ସ୍କିଙ୍କ ଟେଲିଗ୍ରାମ ଆକାଉଣ୍ଟରେ ଥିବା ଫଟୋଗୁଡ଼ିକରେ କାର୍‌ ଜଳୁଥିବା ଦେଖିବାକୁ ମିଳିଛି। ଏଥିସହିତ ଝରକା ଭାଙ୍ଗି ଯାଇଥିଲା ଏବଂ ରାସ୍ତା ଉପରେ ମୃତଦେହ ଏଣେତେଣେ ପଡ଼ିଥିବା ଦେଖିବାକୁ ମିଳିଛି। ସେ ଲେଖିଛନ୍ତି, ସୋସିଆଲ ମିଡିଆରେ ଫଟୋଗୁଡ଼ିକୁ ‘ସମ୍ବେଦନଶୀଳ ସାମଗ୍ରୀ’ ଭାବରେ ଚିହ୍ନଟ କରିବ, କିନ୍ତୁ ଏହା ସମ୍ବେଦନଶୀଳ କଥା ନୁହେଁ। ଏହା ହେଉଛି ୟୁକ୍ରେନ ଏବଂ ୟୁକ୍ରେନୀୟମାନଙ୍କର ପ୍ରକୃତ ଜୀବନ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri