ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲା ରୁଷିଆ

ଜାତିସଂଘ,୨୫।୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ସ୍ଥାୟୀ ସଦସ୍ୟତା ପାଇଁ ଭାରତ ଏବଂ ବ୍ରାଜିଲ୍‌ର ପ୍ରାର୍ଥିତ୍ୱକୁ ରୁଷିଆ ସମର୍ଥନ ଜଣାଇଛି। ଅନ୍ତର୍ଜାତୀୟସ୍ତରରେ ଉଭୟ ଦେଶର ପ୍ରଭାବ ରହିଥିବା ମସ୍କୋ କହିଛି। ଜାତିସଂଘ ସାଧାରଣ ସଭାର ୭୭ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ସର୍ଗେଇ ଲାଭରୋଭ୍‌ ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ଭାରତକୁ ଖୁବ୍‌ ପ୍ରଶଂସା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ, ମୋଦିଙ୍କୁ ନେଇ କହିଲେ ବଡ଼ କଥା

ଜେରୁଜେଲମ/ନୂଆଦିଲ୍ଲୀ,୪।୮: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ରାଜନୈତିକ ଗତିଶୀଳତା ପରିବର୍ତ୍ତନ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ ସହିତ ତାଙ୍କ ଦେଶର ସମ୍ପର୍କ…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri