ୟୁରୋପୀୟ ଦେଶର ପଦକ୍ଷେପକୁ ଚ୍ୟାଲେଞ୍ଜ କଲା ରୁଷିଆ: ୩୬ ଦେଶ ପାଇଁ ବନ୍ଦ କଲା ନିଜର ଏୟାର ସ୍ପେସ୍‌

ମସ୍କୋ,୨୮।୨: ଲଗାତର ପଞ୍ଚମ ଦିନରେ ରୁଷିଆ ସୈନ୍ୟମାନେ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛନ୍ତିି। ଇତିମଧ୍ୟରେ ୟୁରୋପୀୟ ଦେଶଗୁଡିକ ନେଇଥିବା ନିଷ୍ପତ୍ତି ଉପରେ ରୁଷିଆ ଏବେ ପ୍ରତିଶୋଧପରାୟଣ ହୋଇଯାଇଛି। ବ୍ରିଟେନ ଓ ଜର୍ମାନୀ ସମେତ ୩୬ଟି ଦେଶ ପାଇଁ ମସ୍କୋ ନିଜର ଏୟାର ସ୍ପେସ୍‌କୁ ବନ୍ଦ କରିଦେଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଏହି ଦେଶଗୁଡ଼ିକ ରୁଷିଆ ଉପରେ ଅନେକ ପ୍ରକାରର ପ୍ରତିବନ୍ଧକ ଲଗାଇଛନ୍ତି। ୟୁରୋପୀୟ ସଂଘ ରୁଷିଆ ଏୟାରଲାଇନ୍ସ ପାଇଁ ନିଜର ବିମାନ ବନ୍ଦରକୁ ବନ୍ଦ କରିବାକୁ ସହମତି ପ୍ରକାଶ କରିଥିଲା। ଯାହାଫଳରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଭିକ୍ଟୋରୋଭିଚ୍‌ ଲାଭରୋଭଙ୍କୁ ନିଜର ଜେନେଭା ଗସ୍ତକୁ ବାତିଲ କରିବାକୁ ପଡ଼ିଥିଲା। ଜାତିସଂଘର ଏକ ବୈଠକରେ ଲାଭରୋଭଙ୍କ ଯୋଗଦେବାର କାର୍ଯ୍ୟକ୍ରମ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri