ରୁଷିଆ-ବେଲାରୁଷର ମିଳିତ ସମରାଭ୍ୟାସ, ୟୁକ୍ରେନ ଭୟଭୀତ

କିଭ୍‌,୧୬ା୧:ରୁଷିଆ ଏବଂ ବେଲାରୁଷ ସୋମବାର ମିଳିତ ବାୟୁସେନା ସମରାଭ୍ୟାସ ଆରମ୍ଭ କରିଛନ୍ତି। ଏହି କାରଣରୁ କିଭ୍‌ରେ ଭୟର ବାତାବରଣ ସୃଷ୍ଟି ହୋଇଛି। ମିଳିତ ବାୟୁସେନା ସମରାଭ୍ୟାସ ସମ୍ପର୍କରେ ବେଲାରୁଷ କହିଛି, ରୁଷିଆ ସହିତ ଏହାର ସମରାଭ୍ୟାସ କେବଳ ପ୍ରତିରକ୍ଷା ଅଟେ। ୟୁକ୍ରେନ ସହିତ ଯୁଦ୍ଧରେ ଯୋଗଦେବା ପାଇଁ ମସ୍କୋ ବେଲାରୁଷ ଉପରେ ଚାପ ପକାଉଛି ବୋଲି ମଧ୍ୟ ଚିନ୍ତା କରାଯାଉଛି।

ବେଲାରୁଷ ସମ୍ଭାବ୍ୟ ଆକ୍ରମଣ ନେଇ ୟୁକ୍ରେନକୁ ବାରମ୍ବାର ଚେତାବନୀ ଦେଇଛି। ବେଲାରୁଷ ସୁରକ୍ଷା ପରିଷଦର ଜଣେ ବରିଷ୍ଠ ଅଧିକାରୀ ପାଭେଲ ମୁରାଭିକୋ କହିଛନ୍ତି, ୟୁକ୍ରେନ ସହିତ ତାଙ୍କ ଦେଶର ଦକ୍ଷିଣ ସୀମାରେ ସ୍ଥିତି ଶାନ୍ତ ନୁହେଁ ଏବଂ କିଭ୍‌ ତାଙ୍କ ଦେଶକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri