ରୁଷିଆର ସବୁଠାରୁ ବଡ଼ ଡ୍ରୋନ୍‌ ଆକ୍ରମଣ, ୟୁକ୍ରେନ୍‌ ଉପରେ ଏହାସାଙ୍ଗରେ ଛାଡ଼ିଲା ୧୮୮ ଡ୍ରୋନ୍‌

କ୍ୱିଭ୍‌,୨୬।୧୧: ୟୁକ୍ରେନ୍‌ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ। ଏକାସାଙ୍ଗରେ ୟୁକ୍ରେନ୍‌ ଉପରେ ୧୫୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କରିଛି। ଏହି ଆକ୍ରମଣରେ ୟୁକ୍ରେନ୍‌ର ବହୁତ କ୍ଷତି ପହଞ୍ଚିଥିବା ବେଳେ ଅନେକ ଅଞ୍ଚଳରୁ ବିଦ୍ୟୁତ୍‌ ଚାଲିଯାଇଛି। ଏନେଇ ୟୁକ୍ରେନ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ରୁଷିଆ ୟୁକ୍ରେନ ଉପରେ ସୋମବାର ରାତିସାରା ୧୮୮ ଆକ୍ରମଣକାରୀ ଡ୍ରୋନ୍‌ ଚଳାଇଛି। ଉଭୟ ଦେଶ ମଧ୍ୟରେ ବିବାଦ ଆରମ୍ଭ ହେବା ପରଠାରୁ ଏହା ହେଉଛି ରୁଷିଆର ସବୁଠାରୁ ବଡ଼ ଡ୍ରୋନ୍‌ ଆକ୍ରମଣ। ମଙ୍ଗଳବାର ଏନେଇ ୟୁକ୍ରେନ୍‌ର ବାୟୁସେନା କହିଛି। ଏହାଛଡ଼ା ରୁଷିଆ୪ ଇସ୍କାଣ୍ଡର-ଏମ୍‌-ବାଲିଷ୍ଟିକ୍‌ ମିସାଇଲ୍‌ ମଧ୍ୟ ନିକ୍ଷେପ କରିଥିବା ବାୟୁସେନା କହିଛି।

ଜିନହୁଆ ନ୍ୟୁଜ ଏଜେନ୍ସି ଆଞ୍ଚଳିକ ସାମରିକ ପ୍ରଶାସନ ଉଦ୍ଦେଶ୍ୟରେ କହିଛି ଯେ ଏହି ଆକ୍ରମଣ ପଶ୍ଚିମ ଟେର୍ନୋପିଲ ଅଞ୍ଚଳରେ ଏକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ନଷ୍ଟ କରିଛି। ଏହାଦ୍ୱାରା ଟର୍ନୋପିଲ ସହର ଏବଂ ଏହାର ଆଖପାଖ ବସ୍ତିରେ ବିଦ୍ୟୁତ ବିଭ୍ରାଟ ଘଟିଛି। ତେବେ ଏଯାବତ ଆକ୍ରମଣର କୌଣସି ଅନ୍ୟ କ୍ଷୟକ୍ଷତି ନେଇ ଖବର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri