ଲୁହାନସ୍କରେ ରୁଷିଆର ବିସ୍ଫୋରଣ: ୪ ମୃତ, ୬ ଗୁରୁତର

କ୍ୱିଭ୍‌,୨୪ା୩: ରୁଷିଆ-ୟୁକ୍ରେନ ଯୁଦ୍ଧ ୨୯ ଦିନରେ ପହଞ୍ଚିଛି। ମାତ୍ର କୌଣସି ପରିସ୍ଥିତିରେ ଯୁଦ୍ଧ ବନ୍ଦ ହେବା ପରି ମନେ ହେଉନାହିଁ। ରୁଷିଆ ଏହାର ଆକ୍ରମଣକୁ ତୀବ୍ର କରିଛି। ୟୁକ୍ରେନକୁ ଭୟଙ୍କର ପରିଣାମ ବିଷୟରେ ରୁଷିଆ ଚେତାବନୀ ଦେଇଛି। ଏଥିସହ ଲୁହାନସ୍କ ନିକଟରେ ରୁଷିଆର ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି।

ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ରୁଷିଆକୁ ବିରୋଧ କରିବାକୁ ଏକ ବିଶ୍ୱସ୍ତରୀୟ ପ୍ରଦର୍ଶନ କରିବାକୁ ଅନୁରୋଧ କରିଛନ୍ତି। ସେ ଏକ ଭିଡିଓ ଜାରି କରିଛନ୍ତି। ଯାହାକି ବିଶ୍ୱର ଲୋକଙ୍କୁ ନିଜ ସହର କିମ୍ବା ଅଞ୍ଚଳରୁ ୟୁକ୍ରେନକୁ ସମର୍ଥନ କରିବାକୁ ଅନୁରୋଧ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ…

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି…

୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି

କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ…

ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ…

ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ…

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri