ରାଜଧାନୀ କିଭ୍‌ ବାହାରେ ରୁଷିଆର ବୋମା ମାଡ଼…

କିଭ୍‌,୨୭।୮ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ବିତିଗଲାଣି, କିନ୍ତୁ ଯୁଦ୍ଧ ବନ୍ଦ ହେବାର ନାମ ନେଉନାହିଁ। ରୁଷିଆର ରାଜଧାନୀ ମସ୍କୋରେ ୟୁକ୍ରେନ ଡ୍ରୋନ ଆକ୍ରମଣ କରିବା ପରେ ଏବେ ରୁଷିଆ ମଧ୍ୟ ୟୁକ୍ରେନର ରାଜଧାନୀ କିଭ ଉପରେ ଯୁଦ୍ଧ ବିମାନ ଦ୍ୱାରା ବୋମା ମାଡ଼ କରିଛି। କିଭର ବାହାର ଅଞ୍ଚଳରେ ଏହି ଆକ୍ରମଣ କରାଯାଇଛି।

କିଭର ସାମରିକ ପ୍ରଶାସନ ଟେଲିଗ୍ରାମ ମେସେଜିଂ ଆପରେ କହିଛନ୍ତି ୟୁକ୍ରେନ କ୍ରମାଗତ ଭାବରେ ରାଜଧାନୀ ଉପରେ ହୋଇଥିବା ଏୟାର ଷ୍ଟ୍ରାଇକକୁ ବାଧା ଦେଉଛି। ରବିବାର ସକାଳେ କିଭ ଉପରେ ରୁଷିଆର ଯୁଦ୍ଧ ବିମାନ ଦ୍ୱାରା ଆକ୍ରମଣ ହୋଇଥିଲା, ଯାହାକୁ ୟୁକ୍ରେନର ବାୟୁ ପ୍ରତିରକ୍ଷା ପ୍ରଣାଳୀ ବିଫଳ କରିବାରେ ସଫଳ ହୋଇଥିଲା। ସମଗ୍ର ୟୁକ୍ରେନରେ ଭୋର ୫ ଟାରେ ସାଇରନ ବାଜିବା ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri