ଓଡେସା, ମାଇକୋଲିଭ ସହର ବି ଖୁବଶୀଘ୍ର ୟୁକ୍ରେନଠାରୁ ହୋଇଯିବ ଅଲଗା

କ୍ୱିଭ,୨୮ ।୭: ଥମିନି ରୁଷିଆ-ୟୁକ୍ରେନ ଯୁଦ୍ଧ । ପୂର୍ବପରି ଆଜିବି ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି । ୟୁକ୍ରେନର ଦକ୍ଷିଣ ଭାଗରେ ରୁଷିଆ ଲଗାତାର ବୋମା ମାଡ କରି ଚାଲିଛି । ଇତିମଧ୍ୟରେ ଓଡେଶା ଓ ମାଇକୋଲିଭ ସହରକୁ ବି ଖୁବଶୀଘ୍ର ୟୁକ୍ରେନଠାରୁ ଅଲଗା କରିଦେବାକୁ ରୁଷିଆ ଦାବି କରିଛି । ଏହି ଦାବି ଖେରସନ ଅଞ୍ଚଳରେ ମସ୍କୋ ସମର୍ଥିତ ଜଣେ ଅଧିକାରି କରିଛନ୍ତି । କାରଣ ରୁଷିଆ ବ୍ଲାକ ସିର ଏହି ଅଞ୍ଚଳରେ ଆକ୍ରମଣକୁ ବଢାଇ ଦେଇଛି । ଏହାରି ଭିତରେ ଖେରସନରେ ଥିବା ଆମେରିକା ବେସକୁ ନଷ୍ଟ କରିବା ପରେ ନିପର ନଦୀ ଉପରେ ଥିବା ସହରର ଏକମାତ୍ର ପୋଲକୁ ବନ୍ଦ କରି ଦିଆଯାଇଛି ।
ଖେରସନରେ ୟୁକ୍ରେନର ବିଚ୍ଛିନ୍ନତାବାଦୀ ନେତା ଓ ମସ୍କୋ ସମର୍ଥିତ ଅଧିକାରୀ କିରିଲ ଷ୍ଟ୍ରେମୋସେବ କହିଛନ୍ତି ଏବେ ୟୁକ୍ରେନ୍ ନିକଟରେ ଏହି ଅଞ୍ଚଳକୁ ବଞ୍ଚାଇବାକୁ କୌଣସି ଉପାୟ ନାହିଁ । ସେ କହିଛନ୍ତି, ରୁଷିଆ ସେନା ଆମେରିକା ଦ୍ୱାରା ପଠାଯାଇଥିବା ଆର୍ଟିଲରି ରକେଟ ସିଷ୍ଟମ(ଏଚଆଇଏମଏଆର)କୁ ନଷ୍ଟ କରିଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?