ରୁଷିଆ-ଚାଇନା ନୌସମରାଭ୍ୟାସ…

ମସ୍କୋ/ବେଜିଂ,୨୮।୮ : ରୁଷିଆର ଯୁଦ୍ଧ ଜାହାଜ ଚାଇନା ନୌସେନା ସହିତ ପ୍ରଶାନ୍ତ ମହାସାଗରରେ ମିଳିତ ନୌସମରାଭ୍ୟାସ କରିଛି। ଦୁଇ ଦେଶ ଆମେରିକାର ପଶ୍ଚିମ ତଟ ନିକଟରେ ନୌସମରାଭ୍ୟାସ କରିଛନ୍ତି। ତିନି ସପ୍ତାହରୁ ଅଧିକ ସମୟ ନୌସମରାଭ୍ୟାସ କରିବା ପରେ ରୁଷିଆର ନୌସେନା ଯୁଦ୍ଧ ଜାହାଜ ଫେର ଯାଇଛି।

ରୁଷିଆର ଯୁଦ୍ଧ ଜାହାଜ ଚାଇନା ନୌସେନାର ଏକ ସ୍କ୍ବାଡ୍ରନ ସହିତ ଜାପାନ ସାଗର, ଚହୋଟସ୍କ ସାଗର, ବେରିଙ୍ଗ ସାଗର ଏବଂ ପ୍ରଶାନ୍ତ ମହାସାଗରରୁ ୧୩ ହଜାର କିଲୋମିଟରରୁ ଅଧିକ ଯାତ୍ରା କରିଥିଲା।

ଏହି ସମୟ ମଧ୍ୟରେ, ଉତ୍ତର ଜାପାନର ହକ୍କାଇଡୋ ଦ୍ୱୀପ ନିକଟରେ ମଧ୍ୟ ଏହି ଦଳ ଅତିକ୍ରମ କରିଥିଲା। ହକ୍କାଇଡୋ ହେଉଛି ରୁଷିଆର କୁରିଲ ଏବଂ ଜାପାନର ଉତ୍ତର ପ୍ରଦେଶ। ଦୀର୍ଘ ଦଶନ୍ଧି ଧରି ଏହି ଅଞ୍ଚଳ ପଡୋଶୀ ଦେଶ ମଧ୍ୟରେ ତିକ୍ତତାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥିସହ ରୁଷିଆ-ଚାଇନା ଯୁଦ୍ଧ ଜାହାଜ ମଧ୍ୟ ଆଲେଟିଆନ ଦ୍ୱୀପପୁଞ୍ଜକୁ ଘେରି ରହିଥିଲା।

ଏକ ରିପୋର୍ଟ ଅନୁଯାୟୀ, ଅଗଷ୍ଟ ଆରମ୍ଭରେ, ୧୧ଟି ରୁଷିଆ ଏବଂ ଚାଇନାର ଜାହାଜ ଆଲେଉଟିଆନ ଦ୍ୱୀପପୁଞ୍ଜ ନିକଟରେ ପହଞ୍ଚିଥିଲେ, ଯାହା ଆମେରିକାର କୂଳରେ ପହଞ୍ଚିବା ପାଇଁ ସର୍ବ ବୃହତ ଜାହାଜ ଦଳ ଅଟେ। ଏଥି ସହିତ ଆମେରିକାର ଅଧିକାରୀଙ୍କ ଉଦ୍ଧେଶ୍ୟରେ କୁହାଯାଇଥିଲା ଯେ ଏହି ଜାହାଜ କେବେବି ଆମେରିକୀୟ ଜଳ ଭିତରକୁ ପ୍ରବେଶ କରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri