ମାରିଆପୋଲରେ ହଜାରେରୁ ଊର୍ଦ୍ଧ୍ୱ ୟୁକ୍ରେନ ସୈନ୍ୟ କଲେ ଆତ୍ମସମର୍ପଣ: ଦାବି କଲା ରୁଷିଆ

କ୍ୱିଭ୍‌,୧୩।୪: ୟୁକ୍ରେନ-ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୫୦ଦିନରେ ପହଞ୍ଚିଛି। ୨ଦେଶ ମଧ୍ୟରେ ଯୁଦ୍ଧ ଥମି ନ ଥିବା ବେଳେ ବେଳକୁ ବେଳ ରୁଷିଆ ଆକ୍ରମଣାତ୍ମକ ହେବାରେ ଲାଗିଛି। ରୁଷିଆ ସୈନ୍ୟଙ୍କ ପକ୍ଷରୁ ୟୁକ୍ରେନ ସହରଗୁଡ଼ିକରେ ବୋମା ବିସ୍ଫୋରଣ ଜାରି ରହିଛି। ଇତିମଧ୍ୟରେ ବୁଧବାର ରୁଷିଆ ପକ୍ଷରୁ ଏକ ବଡ଼ ଦାବି କରାଯାଇଛି। ପ୍ରାୟ ୧୦୦୦ରୁ ଊର୍ଦ୍ଧ୍ୱ ୟୁକ୍ରେନ ସୈନ୍ୟମାନେ ମାରିଆପୋଲରେ ଆତ୍ମସମର୍ପଣ କରିଛନ୍ତି ବୋଲି ରୁଷିଆ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିବାନ୍‌ ସହିତ ହେବନି ଗୁପ୍ତ ବୈଠକ, ଶାନ୍ତି ଆଲୋଚନା ରଦ୍ଦ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮।୯: ତାଲିବାନ୍‌ ସହିତ ଗୁପ୍ତ ବୈଠକ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ମନା କରିଛନ୍ତିି। ଏହା ସହିତ ଶାନ୍ତି ଆଲୋଚନାକୁ ମଧ୍ୟ ରଦ୍ଦ କରାଯାଇଛି...

କିମ୍‌ଙ୍କ ଉପରେ ନଜର ରଖିବ ଆମେରିକା, ପର୍ଦ୍ଦଫାଶ ପାଇଁ ଖର୍ଚ୍ଚ କରିବ ୪୦୦ କୋଟି…

ଓ୍ବାଶିଂଟନ,୧୭।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ଉପରେ ଆମେରିକା ନଜର ରଖିଛି। କିମ୍‌ଙ୍କର ପର୍ଦ୍ଦାଫାଶ ପାଇଁ ଆମେରିକା ନିଜର ସମ୍ପୂର୍ଣ୍ଣ...

ଭାରତକୁ ୯୦ ନିୟୁତ ଡଲାର ସାମଗ୍ରୀ ବିକିବ ଆମେରିକା

ଓ୍ବାଶିଂଟନ,୫ା୧୨(ପି.ଟି.): ଭାରତକୁ ୯୦ ନିୟୁତ ଡଲାର ମୂଲ୍ୟର ପ୍ରତିରକ୍ଷା ସାମଗ୍ରୀ ଓ ସେବା ବିକ୍ରିକୁ ଶୁକ୍ରବାର ଆମେରିକା ମଞ୍ଜୁରୀ ଦେଇଛି। ଏହା ମଧ୍ୟରେ ରହିଛି ମିଲିଟାରି...

ରାହୁଲଙ୍କ ଭବିଷ୍ୟତ ପାଇଁ ବିପଦ ନ ଥିଲେ ମନମୋହନ, ସେଥିପାଇଁ ସୋନିଆ କରିଥିଲେ ପ୍ରଧାନମନ୍ତ୍ରୀ: ଓବାମା

ୱାଶିଂଟନ/ନୂଆଦିଲ୍ଲୀ,୧୭ ।୧୧: ଆମେରିକାର ପୂର୍ବତନ ରାଷ୍ଟ୍ର୍ରପତି ବାରାକ ଓବାମାଙ୍କ ପୁସ୍ତକ ‘ଏ ପ୍ରୋମିଜ୍‌ଡ ଲ୍ୟାଣ୍ଡ’ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ତାଙ୍କ ମା’ସୋନିଆ...

କ୍ୟାପିଟଲ୍‌ ବିଲ୍ଡିଂ ବାହାରେ ଶପଥ ନେବେ ବାଇଡେନ୍‌

ଓ୍ବାଶିଂଟନ, ୧୭।୧୨:ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ଉପରାଷ୍ଟ୍ରପତି କମଲା ହାରିସ୍‌ ଜାନୁୟାରୀ ୨୦ରେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ। କୋଭିଡ୍‌-୧୯...

ପାକିସ୍ତାନ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ,୭ା୭(ପି.ଟି.): ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଡ. ଜାଫର ମିର୍ଜା କରୋନା ଆକ୍ରାନ୍ତ ଥିବା ସୋମବାର ପରୀକ୍ଷାରୁ ଜଣାପଡିଛି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେଇଥିଲା। ଡାକ୍ତରଙ୍କ ପରାମର୍ଶକ୍ରମେ ସେ...

ଆମେରିକାର ପ୍ରତିଶୋଧ: ଇରାନ ଡ୍ରୋନକୁ ଧ୍ୱସଂ କଲା

ଓ୍ବାଶିଂଟନ, ୧୯।୭: ହରମୁଜଠାରେ ଏକ ଇରାନ ଡୋନ୍‌କୁ ଧ୍ୱସଂ କରି ଆମେରିକା ପ୍ରତିଶୋଧ ନେଇଛି। ନୌସେନା ପକ୍ଷରୁ ଏହି ଆକ୍ରମଣ କରାଯାଇଥିବା ଆମେରିକା କହିଛି। କିନ୍ତୁ...

ଲଙ୍କାଠାରୁ ବି ଅଧିକ ରାଗ ଏହି ଆଇସ୍‌କ୍ରିମ୍‌

ଚାଇନାର ଲୋକମାନେ ସେମାନଙ୍କ ଅଜବ ଖାଦ୍ୟ ଏବଂ ପରୀକ୍ଷା ନିରୀକ୍ଷା ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବାଦୁଡିର ସୁପ୍‌ ପିଇବା ଠାରୁ ଆରମ୍ଭ କରି ଭିନ୍ନ...

Advertisement
Archives

Model This Week