ବୁଚା ନରସଂହାର ପୂର୍ବ ନିର୍ଦ୍ଧାରିତ ଯୋଜନା: ରୁଷିଆ

ମସ୍କୋ,୮ ।୪: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଏବେ ବୁଚା ନରସଂହାରକୁ ନେଇ ସବୁଠି ଚର୍ଚ୍ଚା ଚାଲିଛି । ଏହି ନରସଂହାର ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଛି । ଫଳରେ ଗୁରୁବାର ରୁଷିଆକୁ ଜାତିସଂଘରୁ ନିଲମ୍ବିତ କରାଯାଇଛି । ମିଳିତ ଜାତିସଂଘର ମାନବ ଅଧିକାର ପରିଷଦ(ୟୁଏନ୍‌ଏଚ୍‌ଆର୍‌ସି)ରେ ଅନୁଷ୍ଠିତ ହୋଇଥିବା ଭୋଟିଂ ପ୍ରକ୍ରିୟାରେ ରୁଷିଆ ବିରୋଧରେ ଏହି ନିଷ୍ପତ୍ତି ନିଆଯାଇଛି । ଏହାକୁ ନେଇ ରୁଷିଆ ସେନାର ପ୍ରବକ୍ତା ଦିମିତ୍ରି ପେସକୋବ କହିଛନ୍ତି, ବୁଚା ନରସଂହାର ଏକ ପୂର୍ବ ନିର୍ଦ୍ଧାରିତ ଯୋଜନା । ସେ କହିଛନ୍ତି ରୁଷିଆ ସେନା ଏଭଳି କୌଣସି କାମ କରି ନାହାନ୍ତି । ଦିମିତ୍ରିଙ୍କ ମତରେ ମୃତ ୟୁକ୍ରେନ ନାଗରିକଙ୍କ ଫଟୋ କେବଳ ରୁଷିଆକୁ ବଦନାମ କରିବାକୁ କରାଯାଇଥିବା ବେଳେ ଏହା ପୂର୍ବ ନିର୍ଦ୍ଧାରିତ ଯୋଜନା । ଏହି ଫଟୋର ସତ୍ୟାସତ୍ୟ ନାହିଁ ବୋଲି ସେ କହିଛନ୍ତି । ସୂଚନାଯାଗ୍ୟ, ବୁଚାରେ ରୁଷିଆ ସେନାଙ୍କ ଦ୍ୱାରା ହୋଇଥିବା ନରସଂହାରର ଫଟୋ ସାମ୍ନାକୁ ଆସିବା ପରେ ସାରା ବିଶ୍ୱ ରୁଷିଆକୁ ନିନ୍ଦା କରିବା ସହ ଏହା ହୃଦୟ ବିଦାରକ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri