ୟୁକ୍ରେନର ଦୁଇ ଡ୍ରୋନ୍‌ ନଷ୍ଟ କଲା ରୁଷିଆ, ୫୦ ବିମାନ ଉଡ଼ାଣରେ ବାଧା

ମସ୍କୋ,୨୧ା୮: ସୋମବାର ମସ୍କୋ ଆଡ଼କୁ ଆକ୍ରମଣ ପାଇଁ ଆସୁଥିବା ଦୁଇଟି ୟୁକ୍ରେନ ଡ୍ରୋନକୁ ରୁଷିଆ ନଷ୍ଟ କରିଦେଇଛି। ଏହି ସମୟରେ ମସ୍କୋରେ ୫୦ଟି ବିମାନ ଚଳାଚଳ ବ୍ୟାହତ ହୋଇଥିଲା। ରୁଷିଆର ବିମାନ ଚଳାଚଳ କର୍ତ୍ତୃପକ୍ଷ ରୋସାଭିଆଟିୟା କହିଛନ୍ତି, ମସ୍କୋର ଚାରୋଟି ମୁଖ୍ୟ ବିମାନବନ୍ଦର – ଭ୍ନୁକୋଭୋ ଡୋମୋଡେଡୋଭୋ, ଶେରେମେଟେଭୋ ଏବଂ ଜୁକୋଭସ୍କିରୁ ଆସିବା ଏବଂ ପ୍ରସ୍ଥାନ ସୀମିତ ଥିଲା। ଏହି କାରଣରୁ ୪୫ ଟି ଯାତ୍ରୀବାହୀ ବିମାନ ଏବଂ ଦୁଇଟି କାର୍ଗୋ ବିମାନ ଚଳାଚଳରେ ବ୍ୟାହତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri