ୟୁକ୍ରେନର ପୋଲ ଉଡ଼ାଇଲା ରୁଷିଆ

କ୍ୱିଭ୍‌,୧୩ା୬: ୟୁକ୍ରେନର ସିଭିଏରୋଡୋନେଟସ୍କକୁ ଦେଶର ଅନ୍ୟ ସହର ସହିତ ସଂଯୋଗ କରୁଥିବା ନଦୀର ପୋଲ ଉଡ଼ାଇ ଦେଇଛି ରୁଷିଆ ସେନା। ଏହା ସହିତ ଏକମାତ୍ର ଯାତାୟାତର ମାଧ୍ୟମ ଥିବା ଏହି ପୋଲ ରୁଷିଆ ଉଡ଼ାଇ ଦେଇଥିବାରୁ ଲୋକେ ବାହାରକୁ ଯାଇପାରୁ ନ ଥିବା ସ୍ଥାନୀୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ୟୁକ୍ରେନର ପୂର୍ବ ଭାଗରେ ଡୋନବାସ କାବୁ କରିବା ପାଇଁ ସିଭିଏରୋଡୋନେଟସ୍କ ଯୁଦ୍ଧର ମୁଖ୍ୟ କେନ୍ଦ୍ର ପାଲଟିଥିଲା। ୨୪ ଫେବୃୟାରୀରେ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ପରେ ସହରର ଅନେକ ସ୍ଥାନରେ ଅବସ୍ଥା ଆହୁରି ଶୋଚନୀୟ ହୋଇଯାଇଥିଲା। ୟୁକ୍ରେନ ରାଷ୍ଟ୍ରପତି ଭ୍ଲାଡିମିର ଜେଲେନସ୍କି ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି, ‘ଦଖଲକାରୀଙ୍କ ମୂଳ ଉଦ୍ଦେଶ୍ୟ କୌଣସି ପରିବର୍ତ୍ତନ ହୋଇନାହିଁ, ସେମାନେ ସିଭିଏରୋଡୋନେଟସ୍କରେ ଚାପ ପକାଉଛନ୍ତି, ସେଠାରେ ଏକ ସଂଘର୍ଷପୂର୍ଣ୍ଣ ଯୁଦ୍ଧ ଚାଲିଛି। ରୁଷିଆ ସୈନିକମାନେ ଡୋନବାସରେ ରିଜର୍ଭ ଫୋର୍ସ ମୁତୟନ କରିବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?