ୟୁକ୍ରେନ୍‌ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ରୁଷିଆ

କିଭ୍‌,୨୬ା୮: ପୁଣି ଆକ୍ରମଣାତ୍ମକ ହୋଇଉଠିଛି ରୁଷିଆ। ୟୁକ୍ରେନ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି। ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏନେଇ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ୧୦୦ଟି କ୍ଷେପଣାସ୍ତ୍ର ମାଡ଼ ହୋଇଛି।

ରିପୋର୍ଟ ଅନୁଯାୟୀ, ୟୁକ୍ରେନ ଅଧିକାରୀମାନେ କହିଛନ୍ତି; ରୁଷିଆ ଆଜି ୟୁକ୍ରେନରେ ପାଓ୍ବାର ଗ୍ରୀଡ୍‌କୁ ଟାର୍ଗେଟ କରି ଏକ ବଡ଼ ଧରଣର କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଏହି କାରଣରୁ ଅନେକ ସହରରେ ଅତି କମ୍‌ରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏବଂ ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ହୋଇଥିଲା।

ଅନ୍ୟପକ୍ଷରେ ୟୁକ୍ରେନ ବାୟୁସେନା କହିଛି, ଦେଶର ପ୍ରାୟ ସମସ୍ତ ଅଞ୍ଚଳକୁ ଟାର୍ଗେଟ କରି ୧୦ ହଜାର କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଚିହ୍ନଟ କରିଛି। ଖାର୍କିଭ୍‌ ଏବଂ ଡ୍ନିପ୍ରୋର ପୂର୍ବ ଅଞ୍ଚଳଠାରୁ ଦକ୍ଷିଣ ବନ୍ଦର ସହର ଓଡେସା ଏବଂ ରାଜଧାନୀ କିଭ୍‌ ପର୍ଯ୍ୟନ୍ତ ଏହି ସୀମା ରହିଛି।

ଏହି ସମୟରେ ୟୁକ୍ରେନ ପ୍ରଧାନମନ୍ତ୍ରୀ ଡେନିସ ଶିମିହାଲ ଏକ ପୋଷ୍ଟରେ ଲେଖିଛନ୍ତି, ରୁଷିଆର ଆତଙ୍କବାଦୀମାନେ ପୁଣି ଥରେ ବିଦ୍ୟୁତ୍‌ ଗ୍ରୀଡକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଡ୍ରୋନ, କ୍ରୁଜ କ୍ଷେପଣାସ୍ତ୍ର ଏବଂ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ସହିତ ଅତି କମ୍‌ରେ ୧୫ଟି ଅଞ୍ଚଳକୁ ଟାର୍ଗେଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକନ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri