ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀଙ୍କ ଭାରତ ଗସ୍ତ ଉପରେ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୧ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାୱରୋବ ଭାରତ ଗସ୍ତ କରିଛନ୍ତି । ଶୁକ୍ରବାର ସେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ସାକ୍ଷାତ କରିବେ । ହେଲେ ଏପଟେ ରୁଷିଆ ବୈଦେଶିକ ମନ୍ତ୍ରୀଙ୍କ ଭାରତ ଗସ୍ତ ଉପରେ ସାରା ବିଶ୍ୱର ନଜର ରହିଛି । ଇତିମଧ୍ୟରେ ଆମେରିକା କହିଛି ରୁଷିଆ ସବୁଦେଶ ସହ ସ୍ୱତନ୍ତ୍ର ସମ୍ପର୍କ ରହିଛି । ତେବେ ଭାରତ ଚାହିଁଲେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଶେଷ ହୋଇଯିବ ବୋଲି ଅନେକେ ମତ ଦେଉଥିବା ବେଳେ ଭାରତ କିନ୍ତୁ ଶାନ୍ତି ପ୍ରକ୍ରିୟା ଦ୍ୱାରା ଏହାର ସମାଧାନ କରାଯାଉ ବୋଲି ଚାହୁଁଛି ।
ଆମେରିକା କହିଛି ରୁଷିଆ ପ୍ରି ପ୍ଲାନିଂ କରି ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରି ଦେଇଛି । ଭାରତ ସହ ଆଉ କିଛି ଦେଶର ସହଯୋଗରେ ଏହି ଯୁଦ୍ଧକୁ ବନ୍ଦ କରିଦିଆଯାଇ ପାରିବ ବୋଲି ସାରା ବିଶ୍ୱ ଅନୁମାନ କରିଛି । ସେପଟେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାବରୋବ କହିଛନ୍ତି ୟୁକ୍ରେନରେ ଚାଲିଥିବା ଯୁଦ୍ଧକୁ ଶେଷ କରିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପାକ୍‌ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଲାହୋର,୨୮।୩: ପାକିସ୍ତାନ ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହୋଇଥିବା ବେଳେ ତାଙ୍କ ଦଳର ସଦସ୍ୟ ତଥା ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ଉସ୍‌ମାନ...

ମହାକାଶରେ ଗୁପ୍ତଚରୀ ନେଇ ଚାଇନା-ଆମେରିକା ମୁହାଁମୁହିଁ…

ଓ୍ବାଶିଂଟନ/ବେଜିଂ,୯।୫ : ଚଳିତ ବର୍ଷ ଜାନୁଆରୀ-ଫେବୃଆରୀରେ ଆମେରିକାର ଆକାଶରେ ଚାଇନାର ବେଲୁନ ଉଡ଼ାଣକୁ ନେଇ ବିବାଦ ପରେ ଚାଇନା ବର୍ତ୍ତମାନ ଆମେରିକା ବିରୋଧରେ ମହାକାଶରେ ଗୁପ୍ତଚରୀ...

୨୦୨୧ ସୁଦ୍ଧା ଶେଷ ହେବ ଲ୍ୟୁଲ୍‌ ନଦୀ ଉପରେ ଭାସମାନ ହୋଟେଲ: ଦିନକର ରହିବା ଭଡ଼ା ୭୫ ହଜାର

ଷ୍ଟକ୍‌ହୋମ୍‌,୧୪।୭: ସୁଇଡେନ୍‌ର ଲେପଲେଣ୍ଡ୍‌ ଅଞ୍ଚଳରେ ଥିବା ଲ୍ୟୁଲ୍‌ ନଦୀ ଉପରେ ଏକ ଭାସମାନ ହୋଟେଲ ନିର୍ମାଣ କରାଯାଉଛି। ହୋଟେଲ ନିର୍ମାଣ କାର୍ଯ୍ୟ ୨୦୨୦-୨୧ ସୁଦ୍ଧା ଶେଷ...

ପ୍ରଘଟକାରୀ ଜ୍ୟାକ୍‌ ଟେକ୍ସେରା ଗିରଫ

ଓ୍ବାଶିଂଟନ୍‌,୧୫ା୪: ଆମେରିକା ପ୍ରତିରକ୍ଷା ମନ୍ତ୍ରଣାଳୟ ‘ପେଣ୍ଟାଗନ୍‌’ର ଗୋପନୀୟ ଦସ୍ତାବିଜ ପ୍ରଘଟ ଖବର ବିଶ୍ୱ ଗଣମାଧ୍ୟମରେ ଛାଇଯାଇଛି। ଏହି ମାମଲାରେ ଦେଶର ପ୍ରମୁଖ ତଦନ୍ତକାରୀ ସଂସ୍ଥା ଫେଡେରାଲ...

ସେନା ବିରୋଧୀ ଦଳକୁ ମିଳିଲା ବହୁ ଆସନ, ଏହାପରେ ବି ଶାସନ କ୍ଷମତା ରହିବ ସେନା ହାତରେ

ବ୍ୟାଙ୍କକ,୧୫।୫: ଥାଇଲାଣ୍ଡରେ ହୋଇଥିବା ସାଧାରଣ ନିର୍ବାଚନରେ ସେନା ଶାସନ ବିରୋଧୀ ଦଳଙ୍କୁ ବହୁ ଆସନ ମିଳୁଛି। ଏହାପରେ ଅନୁମାନ କରାଯାଉଛି କି ଥାଇଲାଣ୍ଡରେ ପ୍ରାୟ ଗୋଟିଏ...

ସିରିୟଲ୍‌ କିଲରଙ୍କୁ ଫାଶୀଦଣ୍ଡ

ଆବୁଜା,୧୦।୧୦: ନାଇଜେରିଆର ସିରିୟଲ୍‌ କିଲର ଗ୍ରେସିୟସ୍‌ ଡେଭିଡ୍‌- ଓ୍ବେଷ୍ଟଙ୍କୁ ମୃତ୍ୟୁଦଣ୍ଡ ମିଳିଛି। ୨୦୧୯ ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ହୋଟେଲ ରୁମ୍‌ରେ ବଳାତ୍କାର ପରେ ତଣ୍ଟିଚିପି ୯...

ମଙ୍ଗଳରୁ ଧୂଳି ସଂଗ୍ରହ କଲା ନାସା ରୋଭର

ଓ୍ବାଶିଂଟନ,୧୦।୧୨: ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ମଙ୍ଗଳ ଗ୍ରହକୁ ପଠାଇଥିବା ପର୍ସେଭେରାନ୍ସ ରୋଭର ଲାଲ୍‌ ଗ୍ରହ ପୃଷ୍ଠରୁ ଧୂଳି ନମୁନା ସଂଗ୍ରହ କରିଛି। ଡିସେମ୍ବର...

ଜିନପିଙ୍ଗଙ୍କ ସହିତ ଚାଇନାର ଲୋକପ୍ରିୟତା ହ୍ରାସ ପାଉଛି, ରିପୋର୍ଟ…

ଓ୍ବାଶିଂଟନ/ବେଜିଂ, ୧୨।୭ : ପୃଥିବୀରେ ଚାଇନାର ଲୋକପ୍ରିୟତା କମିବାରେ ଲାଗିଛି। ସେହିପରି ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ଲୋକପ୍ରିୟତାରେ ମଧ୍ୟ ହ୍ରାସ ଘଟୁଛି। ଏସମ୍ପର୍କିତ ଏକ ରିପୋର୍ଟ...

Advertisement
Archives

Model This Week