ଉତ୍ତର କୋରିଆ ଗସ୍ତ କରିବେ ରୁଷିଆ ବୈଦେଶିକ ମନ୍ତ୍ରୀ

ମସ୍କୋ,୧୬।୧୦: ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗଇ ଲାଭ୍ରୋଭ ଏହି ସପ୍ତାହରେ ଉତ୍ତର କୋରିଆ ଗସ୍ତ କରିବେ। ରୁଷିଆର ଏହି ଗସ୍ତ ଏପରି ଏକ ସମୟରେ ଆସିଛି, ଯେତେବେଳେ ଆମେରିକା ଦାବି କରିଛି ଯେ ୟୁକ୍ରେନ ଯୁଦ୍ଧରେ ବ୍ୟବହାର ପାଇଁ ପ୍ୟୋଙ୍ଗୟାଙ୍ଗ ରୁଷିଆକୁ ଯୁଦ୍ଧ ସାମଗ୍ରୀ ଓ ସାମରିକ ଉପକରଣ ଦେଇଛି।

ମନ୍ତ୍ରଣାଳୟ ଏକ ସଂକ୍ଷିପ୍ତ ବିବୃତ୍ତିରେ କହିଛି ଯେ, ସର୍ଗଇ ଲାଭ୍ରୋଭ ବୁଧବାର ଏବଂ ଗୁରୁବାର (ଅକ୍ଟୋବର ୧୮ ଏବଂ ୧୯)ରେ ଉତ୍ତର କୋରିଆରେ ରହିବେ। ସେ ଉତ୍ତର କୋରିଆରେ କାହାକୁ ଭେଟିବେ କିମ୍ବା ଏହି ଗସ୍ତର ଉଦ୍ଦେଶ୍ୟ କ’ଣ ହେବ ତାହା ଉଲ୍ଲେଖ କରାଯାଇ ନାହିଁ।
ସୂଚନାଯୋଗ୍ୟ, ଉତ୍ତର କୋରିଆ ନେତା କିମ୍‌ ଜୋଙ୍ଗ ଉନ ଗତ ମାସରେ ରୁଷିଆ ଗସ୍ତରେ ଯାଇ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ସହ ପ୍ରମୁଖ ସାମରିକ ସ୍ଥାନ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି…

ମୋବାଇଲ୍‌ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…

କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ…

ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ…

‘ନିର୍ବାଚନ ଶେଷ ହେବା ପରେ ମନେ ପଡିଲା ସଙ୍କଟ କଥା…’ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅପିଲ ପରେ ବର୍ଷିଲେ ଅଖିଳେଶ

ନୂଆଦିଲ୍ଲୀ,୧୧।୫: ଇରାନରେ ସଂଘର୍ଷରୁ ସୃଷ୍ଟି ହୋଇଥିବା ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ସୁନା ନ କିଣିବା ଏବଂ ତେଲ ବ୍ୟବହାର କମ କରିବାକୁ ନିବେଦନ…

ସରକାରୀ ଜମିରୁ ଉଚ୍ଛେଦବେଳେ ପ୍ରବଳ ବିରୋଧ, ତଥାପି ଜାରି ରହିଛି…

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ପୁଟୁଳିଆ ମୌଜାର ୭୭୪ ନମ୍ବର ପ୍ଲଟରୁ ସୋମବାର ଜବରଦଖଲ ଉଚ୍ଛେଦ ଆରମ୍ଭ କରିଛି ପ୍ରଶାସନ। ଉଚ୍ଛେଦକୁ ବିରୋଧ କରି…

ମୋଦିଙ୍କ ବୟାନ ପରେ ସୁନାକୁ ନେଇ ବଢୁଛି ଚର୍ଚ୍ଚା, ଜାଣନ୍ତୁ ଦେଶକୁ କେଉଁଠୁ ଆସୁଛି ସୁନା, ଭାରତୀୟ ସୁନା ନ କିଣିଲେ କ’ଣ ହେବ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ଜାତୀୟ ସ୍ବାର୍ଥ ପାଇଁ,…

୧୨ ଘଣ୍ଟା ବିତିଲା: ସ୍ବାଭାବିକ ହୋଇପାରିଲାନାହିଁ ବିଦ୍ୟୁତ୍‌ ସେବା

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ରବିବାର ରାତି ୧୦ଟାରେ ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ସହରର ଅନେକ ସ୍ଥାନରେ ଗଛଡାଳ…

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri