ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ୍‌ !…

ଲଣ୍ଡନ,୧୧।୧୦: ବ୍ରିଟେନ୍‌ ପକ୍ଷରୁ ରୁଷିଆ ବିରୋଧରେ ଗୁୁରୁତର ଅଭିଯୋଗ ଅଣାଯାଇଛି। ବ୍ରିଟେନ କହିଛି ଯେ, ରୁଷିଆ କୋଭିଶିଲ୍ଡ ବ୍ଲୁ ପ୍ରିଣ୍ଟ୍‌ ଚୋରି କରି ପ୍ରସ୍ତୁତ କରିଛି ସ୍ପୁଟନିକ କରୋନା ଟିକା ପ୍ରସ୍ତୁତ କରିଛି। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କରୋନା ଟିକା ଏବଂ କୋଭିଶିଲ୍ଡ ବିଷୟରେ ବ୍ରିଟେନ ଏହି ସମ୍ବେଦନଶୀଳ ଦାବିକୁ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।

ବ୍ରିଟେନର ସୁରକ୍ଷା ସୂତ୍ରରୁ ଜଣାପଡିଛି ଯେ ରୁଷିଆ ଏଜେଣ୍ଟ ଅକ୍ସଫୋର୍ଡ-ଆଷ୍ଟ୍ରାଜେନେକା କୋଭିଶିଲ୍ଡ ଟିକା ପ୍ରସ୍ତୁତି ସମୟରେ ଉପସ୍ଥିତ ଥିଲେ। ସେ ଅକ୍ସଫୋର୍ଡର ଟିକା ଡିଜାଇନ ରୁଷିଆକୁ ଦେଇଥିଲେ।

ସୁରକ୍ଷା ସୂତ୍ର ଟିମ୍‌ ପକ୍ଷରୁ ଏନେଇ ବ୍ରିଟେନ୍‌ର ମନ୍ତ୍ରୀମାନଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ରୁଷିଆ ପାଇଁ କାର୍ଯ୍ୟ କରୁଥିବା ଗୁପ୍ତଚରମାନେ ସ୍ପୁଟନିକ ଟିକା ତିଆରି କରିବା ପାଇଁ ଆଷ୍ଟ୍ରାଜେନେକା କମ୍ପାନୀରୁ କୋଭିଶିଲ୍ଡର ଡିଜାଇନ ଚୋରି କରିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗଣମାଧ୍ୟମ ସଂସ୍ଥା ଦି ସନ୍‌ର ଏକ ରିପୋର୍ଟ ଅନୁଯାୟୀ ଜଣେ ବିଦେଶୀ ଏଜେଣ୍ଟ କୋଭିଶିଲ୍ଡଙ୍କ ବ୍ଲୁପ୍ରିଣ୍ଟ ଏବଂ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି କରିଛନ୍ତି। ଏହି ଅଭିଯୋଗ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସ୍ପୁଟନିକ-ଭି କରୋନା ଟିକା ଅଧ୍ୟୟନରେ କେବଳ ୭୬ ଜଣ ବ୍ୟକ୍ତି ଜଡିତ ଥିଲେ। ସେପ୍ଟେମ୍ବରରେ ମସ୍କୋରେ ଦୁଇଟି ପ୍ରାରମ୍ଭିକ କ୍ଲିନିକାଲ ପରୀକ୍ଷଣର ଫଳାଫଳ ବ୍ରିଟେନର ପତ୍ରିକା ଦି ଲାନସେଟରେ ପ୍ରକାଶିତ ହୋଇଥିଲା। ଏହି ଅଧ୍ୟୟନ କରିଥିବା ରୁଷୀୟ ବୈଜ୍ଞାନିକମାନେ କହିଥିଲେ ଯେ ସ୍ପୁଟନିକ କରୋନା ଟିକା ଦିଆଯିବା ପରେ ଲୋକମାନଙ୍କଠାରେ ଭଲ ପ୍ରତିରକ୍ଷା ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ସେହିପରି କୌଣସି ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟାର ସମ୍ମୁଖୀନ ହେଉଥିବା ମାମଲା ମଧ୍ୟ ଦେଖିବାକୁ ମିଳି ନ ଥିଲା। ଏନେଇ ପାଶ୍ଚାତ୍ୟ ଦେଶର ବୈଜ୍ଞାନିକମାନେ କହିଛନ୍ତି ଯେ ଫଳାଫଳଗୁଡିକ କିଛି ମାତ୍ରାରେ ଆଶା ଜନକ କିନ୍ତୁ ସେମାନେ ଏନେଇ ଚେତାବନୀ ଦେଇଛନ୍ତି। ପରୀକ୍ଷା ବହୁତ ଛୋଟ ହୋଇଥିବାରୁ ସ୍ପୁଟନିକ୍‌ ଟିକାକୁ ସାର୍ବଜନୀକ ଭାବେ ବ୍ୟବହାର କରାଯିବା ଉଚିତ ନୁହେଁ। ରୁଷିଆର ଅଧ୍ୟୟନରେ କେବଳ ୭୬ଜଣ ବ୍ୟକ୍ତି ସାମିଲ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ପ୍ରକୃତରେ କେବଳ ଅଧାଙ୍କୁ ସ୍ପୁଟନିକ କରୋନା ଟିକାକରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri