ପୁଣି ୟୁକ୍ରେନ ଉପରେ ମିଶାଇଲ୍‌ ମାଡ଼ କଲା ରୁଷିଆ

କିଭ୍‌,୫।୬: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉ ନାହିଁ। ଗତ କିଛିଦିନ ହେବ ଚୁପ୍‌ ରହିଥିବା ରୁଷିଆ ରବିବାର ପୁଣି ୟୁକ୍ରେନ ରାଜଧାନୀ କିଭ୍‌ ଉପରକୁ ମିଶାଇଲ୍‌ ମାଡ କରିଛି। କିଭ୍‌ ମେୟର ଏହି ସୂଚନା ଦେଇଛନ୍ତି। ତେବେ ଏହି ଆକ୍ରମଣରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। କିନ୍ତୁ ଏହି ଆକ୍ରମଣ କିଭ୍‌ରେ ଶାନ୍ତିର ଆଶାକୁ ଭାଙ୍ଗି ଦେଇଛି। ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଏପ୍ରିଲ ୨୮ କିଭ୍‌ ଗସ୍ତ ପରଠାରୁ ଏଭଳି ଆକ୍ରମଣ ଦେଖାଯାଇ ନ ଥିଲା। କିଭ୍‌ ମେୟର ଭିଟାଲୀ ଭିଟାଲୀ କ୍ଲିଚ୍କୋ ମେସେଜିଂ ଆପ ଟେଲିଗ୍ରାମରେ କହିଛନ୍ତି, ଏହି ମିଶାଇଲ୍‌ ସହରର ଡର୍ନିଟସ୍କି ଏବଂ ଡନିପ୍ରୋଭସ୍କି ଜିଲାରେ ପଡିଛି।
ସୂଚନାଯୋଗ୍ୟ, ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ହେବାର ୧୦୦ ଦିନ ବିତିଗଲାଣି। ଏହି ଯୁଦ୍ଧରେ ୟୁକ୍ରେନ୍‌ର ଅନେକ କ୍ଷୟକ୍ଷତି ହୋଇଛି। ଅନେକ ସହର ଧ୍ୱଂସ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସନ୍‌ ଟିକାକୁ ଆମେରିକାରେ ବ୍ୟବହାର ପାଇଁ ଅନୁମତି

ଓ୍ବାଶିଂଟନ,୨୮।୨: ଜନସନ୍‌ ଆଣ୍ଡ ଜନସନ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ସିଙ୍ଗଲ ଡୋଜ୍‌ କରୋନା ଟିକାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାର ବ୍ୟବହା ପାଇଁ ଅନୁମତି...

‘ପାକିସ୍ତାନରୁ ବନ୍ୟା କମିନାହିଁ ବରଂ ବିଶ୍ୱର ଧ୍ୟାନ କମିଛି’

ଇସଲାମାବାଦ,୭ା୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ କହିଛନ୍ତି, ଗତ ଗ୍ରୀଷ୍ମଋତୁରେ ଦେଶରେ ହୋଇଥିବା ଭୟଙ୍କର ବର୍ଷା ଓ ବନ୍ୟାରେ ୧୭୦୦ ଲୋକ ପ୍ରାଣ ହରାଇଛନ୍ତି। ସ୍ବିଜରଲାଣ୍ଡର...

ଇଣ୍ଡୋନେସିଆରେ କରୋନାର ତୃତୀୟ ଲହର

ଜାକର୍ତ୍ତା,୨୬ ।୭: କରୋନା ମହାମାରୀର ତୃତୀୟ ଲହରକୁ ନେଇ ପୁଣିଥରେ ବିଶେଜ୍ଞମାନେ ଚେତାବନୀ ଦେଇଛନ୍ତି । ଏହି ତୃତୀୟ ଲହର ଶିଶୁମାନଙ୍କ ଉପରେ ବିଶେଷ ପ୍ରଭାବ...

୧୪୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ

ଓ୍ବାଶିଂଟନ,୧ା୨: ଆମେରିକାରେ ପ୍ରବଳ ତୁଷାରପାତ ଯୋଗୁ ବୁଧବାର ୧୪୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ ହୋଇଛି। ଟେକ୍ସାସରୁ ଓ୍ବେଷ୍ଟ ଭର୍ଜିନିଆ ପର୍ଯ୍ୟନ୍ତ ବରଫର ଆସ୍ତରଣ ଜମିଛି।...

ବିମାନବନ୍ଦରରେ ବୁଲୁଥିବା ମହିଳାଙ୍କ ବ୍ୟାଗ୍‌ରୁ ହଠାତ୍‌ ବାହାରିଲା ନିଆଁ

ବ୍ୟାଙ୍କକ,୩୦।୭: ଆପଣ ପାଓ୍ବାର ବ୍ୟାଙ୍କ ବ୍ୟବହାର କରୁଛନ୍ତି କି ଯଦି କରୁଛନ୍ତି ତାହେଲେ ସାବଧାନ୍‌ ହୋଇଯାଆନ୍ତୁ। ନ ହେଲେ ଏହି ପାଓ୍ବାର ବ୍ୟାଙ୍କ ଆପଣଙ୍କ ପାଇଁ...

ଘୋଡ଼ା ସହ ଏମିତି କାମ କଲେ ଶିକ୍ଷୟିତ୍ରୀ, ଶେଷରେ ଗଲା ଚାକିରି

ଲଣ୍ଡନ,୨୨ା୧୨: ବ୍ରିଟେନରେ ଜଣେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଏମିତି କିଛି କାର୍ଯ୍ୟ କରିଛନ୍ତି, ଯାହା ଜାଣିଲେ ଆପଣ ମଧ୍ୟ ନିନ୍ଦା କରିବେ। ସୋସିଆଲ ମିଡିଆରେ ତାଙ୍କ...

ଭାରତର କ୍ଷେପଣାସ୍ତ୍ର ମାଡ଼ ଉପରେ ଏମିତି କହିଲା ଆମେରିକା

ଓ୍ବାଶିଂଟନ,୧୫।୩: ଭାରତ ପକ୍ଷରୁ ନିକଟରେ ପାକିସ୍ତାନ ଉପରେ କରାଯାଇଥିବା କ୍ଷେପଣାସ୍ତ୍ର ମାଡ଼ ଏକ ଦୁର୍ଘଟଣା ଥିଲା ବୋଲି ଆମେରିକା ପକ୍ଷରୁ କୁହାଯାଇଛି। ଗତ ଶୁକ୍ରବାର ଭାରତ...

ଟ୍ରମ୍ଫ ଗିରଫ ହେବା ଦାବି କରିବାରୁ ମସ୍କ କହିଲେ, ଯଦି ଏମିତି ହେବ ପୁଣିଥରେ ବହୁମତରେ ରାଷ୍ଟ୍ରପତି ଭାବେ ବିଜୟୀ ହେବେ

ୱାଶିଂଟନ,୧୯ ।୩: ଟେଲସା ଓ ଟୁଇଟରର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏଲନ ମସ୍କ ଦାବି କରିଛନ୍ତି କି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କୁ ଯଦି...

Advertisement
Archives

Model This Week