ବାଇଡେନ୍‌ଙ୍କ ସମେତ ୧୩ ଜଣଙ୍କ ଉପରେ କଟକଣା ଲଗାଇଲା ରୁଷିଆ…

ମସ୍କୋ, ୧୫।୩ : ୟୁକ୍ରେନ୍‌ ଉପରେ ଆକ୍ରମଣ ପରେ ରୁଷିଆ ଉପରେ ବହୁ ୟୁରୋପୀୟ ଦେଶ ଏବଂ କମ୍ପାନୀ ପକ୍ଷରୁ କଟକଣା ଜାରି ହୋଇଥିଲା। ତେବେ ପରବର୍ତ୍ତୀ ସମୟରେ ରୁଷିଆ ଏହାର ଉତ୍ତର ଦେବା ଆରମ୍ଭ କରିଛି। ସେମାବାର ଏହା ଇନଷ୍ଟାଗ୍ରାମ୍‌ ଉପରେ କଟକଣା ଲଗାଇଥିବାବେଳେ ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସମେତ ୧୩ ଜଣ ଆମେରିକୀୟ ଶୀର୍ଷ ଅଧିକାରୀଙ୍କ ଉପରେ କଟକଣା ଲଗାଇଛି। ଏହି ତାଲିକାରେ ବିଦେଶ ମନ୍ତ୍ରୀ ଆଣ୍ଟୋନୀ ବ୍ଲିଙ୍କନଙ୍କ ନାମ ମଧ୍ୟ ରହିଛି।

ଅପରପକ୍ଷରେ କାନାଡ଼ା ପକ୍ଷରୁ ରୁଷିଆର ୧୫ ଜଣ ଅଧିକାରୀଙ୍କ ଉପରେ ପ୍ରତିତବନ୍ଧକ ଲଗାଇଛି। ସେମାନେ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ଙ୍କୁ ୟୁକ୍ରେନ୍‌ ଯୁଦ୍ଧରେ ସହାୟତା କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri