Posted inଜାତୀୟ

‘ଏସ୍‌-୪୦୦ ଚୁକ୍ତିକୁ ନେଇ ରୁଷିଆ, ଭାରତ ପ୍ରତିବଦ୍ଧ’

ନୂଆଦିଲ୍ଲୀ, ୧୫ା୪: ଏସ୍‌-୪୦୦ ମିସାଇଲ ଚୁକ୍ତି ଅନୁସାରେ ଧାର୍ଯ୍ୟ ସମୟ ସୀମା ଏବଂ ଅନ୍ୟାନ୍ୟ ଦାୟିତ୍ୱ ନିର୍ବାହ ନିମନ୍ତେ ଉଭୟ ଭାରତ ଓ ରୁଷିଆ ପ୍ରତିବଦ୍ଧ ବୋଲି ରୁଷ୍‌ ରାଷ୍ଟ୍ରଦୂତ ନିକୋଲେ କୁଦାଶେଭ ବୁଧବାର କହିଛନ୍ତି। ରୁଷିଆଠାରୁ ଏହି ଯୁଦ୍ଧାସ୍ତ୍ର କ୍ରୟ ଉପରେ ଆମେରିକା ଭାରତ ଉପରେ କଟକଣା ଲଗାଇପାରେ ବୋଲି କୁହାଯାଉଥିବାବେଳେ ରୁଷିଆ ରାଷ୍ଟ୍ରଦୂତ ଏହି ମନ୍ତବ୍ୟ ଦେଇଛନ୍ତି। ଦ୍ୱିପାକ୍ଷିକ କଟକଣା ଅନୁଚିତ ଏବଂ ବେଆଇନ ହୋଇଥିବାରୁ ଭାରତ ଏବଂ ରୁଷିଆ ଏହାକୁ ମାନ୍ୟତା ଦେବେନାହିଁ। ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲଏଡ୍‌ ଅଷ୍ଟିନ୍‌ ଭାରତ ଆସିଥିବାବେଳେ ଏସ୍‌-୪୦୦ କ୍ରୟ ଉପରେ କଟକଣା ନେଇ ରାଜନାଥ ସିଂଙ୍କ ସହ କୌଣସି ଚର୍ଚ୍ଚା ହୋଇ ନ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପଗ୍ରହ ଇଓଏସ୍‌-୦୧ ଉତ୍‌କ୍ଷେପଣ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ

ହାଇଦ୍ରାବାଦ୍‌,୭।୧୧: ଇସ୍ରୋ ପକ୍ଷରୁ ଇଓଏସ୍‌-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ମହାକାଶକୁ ଶନିବାର ଅପରାହ୍ନ ୩ଟା ୨ରେ ପ୍ରେରଣ କରାଯିବ। ଏନେଇ କାଉଣ୍ଟଡାଉନ...

ଗଙ୍ଗା ସାଗର ମେଳାରେ କରୋନା ଏଣ୍ଟ୍ରି: ୪ ସାଧୁ ପଜିଟିଭ

କୋଲକାତା,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗର ଗଙ୍ଗା ସାଗର ମେଳା ଓ ଉତ୍ତର ପ୍ରଦେଶର ପ୍ରୟାଗରାଜ ମାଘମେଳା ଆଉ ଏକ...

ଏକ ରାଷ୍ଟ୍ର-ଏକ ପଞ୍ଜିକରଣ, ୮ ରୋପ୍‌ ଓ୍ବେ,ଆରବିଆଇରେ ଡିଜିଟାଲ କରେନ୍ସି ବ୍ଲକ୍‌ ଚେନ୍‌, ମହିଳାଙ୍କ ପାଇଁ ପୋଷଣ-୨.୦…

ନୂଆଦିଲ୍ଲୀ, ୧।୨ : ଦେଶରେ ଏକ ରାଷ୍ଟ୍ର, ଏକ ପଞ୍ଜିକରଣ ନୀତି ପ୍ରଣୟନ କରାଯିବ। ରାଜ୍ୟମାନଙ୍କୁ ୧ ଲକ୍ଷ କୋଟି ଟଙ୍କା ଦିଆଯିବ। ମହିଳାମାନଙ୍କ ପାଇଁ...

ଅଯୋଧ୍ୟା ମସ୍‌ଜିଦ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତ ହେବେ ନାହିଁ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ମସ୍‌ଜିଦ ଲାଗି ଗଠିତ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତି ଦେବାକୁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ...

ସୁବୋଧ ଜୟସ୍ବାଲ ସିବିଆଇ ମୁଖ୍ୟ

ନୂଆଦିଲ୍ଲୀ,୨୬ା୫: କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ (ସିଆଇଏସ୍‌ଏଫ୍‌) ମହାନିର୍ଦ୍ଦେଶକ ସୁବୋଧ କୁମାର ଜୟସ୍ବାଲଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତି...

ତପନ ଡେକା ହେଲେ ଆଇବି ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୫।୬: ବରିଷ୍ଠ ଆଇପିଏସ୍‌ ଅଫିସର ତପନ କୁମାର ଡେକାଙ୍କୁ ଶୁକ୍ରବାର ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନର ଆଇବି ମୁଖ୍ୟ ଅରବିନ୍ଦ...

‘ଗୋଟିଏ ପୁଅ ବଦଳରେ, ମୁଁ ଶହ ଶହ ପୁଅ ପାଇଲି’

ଲକ୍ଷ୍ନୌ,୧୫।୧୨: ଦେଶର ପ୍ରତିରକ୍ଷା କ୍ଷେତ୍ରରେ ନିୟୋଜିତ ଭାଇ ଭଉଣୀକୁ ବିଦା କରିବାର ଇଚ୍ଛା ପୂରଣ କରିବା ପୂର୍ବରୁ ଦେଶ ପାଇଁ ଶହୀଦ ହୋଇଗଲେ। ତାଙ୍କର ଅସମ୍ପୂର୍ଣ୍ଣ...

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ...

Advertisement
Archives

Model This Week