ବ୍ଲାକ ସି ଉପରେ ଉଡିଲା ବ୍ରିଟିଶ ଫାଇଟର ଜେଟ, ହଟାଇ ଦେଲା ରୁଷିଆ ବାୟୁସେନା

ମସ୍କୋ,୨୭।୬: ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ସୋମବାର ଏକ ବୟାନ ଜାରି କରି କହିଛି ଯେ ବ୍ରିଟିଶ ବାୟୁସେନାର ଦୁଇଟି ଯୁଦ୍ଧ ବିମାନ ରୁଷିଆ ସୀମା ନିକଟରେ ଥିବା କଳା ସାଗର ବା ବ୍ଲାକ ସି ଉପରେ ଉଡୁଥିବାର ଦେଖାଯାଇଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ରୁଷିଆ ଯୁଦ୍ଧ ବିମାନ ଉଡ଼ିବା ମାତ୍ରେ ବ୍ରିଟିଶ ଯୁଦ୍ଧ ବିମାନ ଫେରି ଯାଇଥିଲା। ବୟାନରେ କୁହାଯାଇଛି ଯେ ରୁଷିଆ ସୀମା ନିକଟରେ ଉଡ଼ୁଥିବା ବିମାନରେ ବ୍ରିଟିଶ ବାୟୁସେନାର ଟାଇଫୁନ ଜେଟ ଅନ୍ତର୍ଭୁକ୍ତ।

ରୁଷିଆ କହିଛି ଯେ ବ୍ରିଟିଶ ବିମାନଗୁଡ଼ିକୁ ହଟାଇବା ପରେ ରୁଷିଆ ଯୁଦ୍ଧ ବିମାନ ସୁରକ୍ଷିତ ଭାବେ ଫେରିଛି। ରୁଷିଆମଧ୍ୟ କହିଛି ଯେ ସୀମାରେ କୌଣସି ଉଲ୍ଲଂଘନ କରାଯାଇ ନାହିଁ। ବର୍ତ୍ତମାନ ସମୟରେ ରୁଷିଆ ଏବଂ ପାଶ୍ଚାତ୍ୟ ଦେଶର ଯୁଦ୍ଧ ବିମାନ ବ୍ଲାକ ସି ଏବଂ ବାଲଟିକ ସାଗର ଅଞ୍ଚଳରେ ଅନେକ ଥର ପରସ୍ପର ସାମ୍ନାକୁ ଆସିଛି। ମେ ମାସରେ ମଧ୍ୟ ମସ୍କୋ ଏକ ବୟାନ ଜାରି କରି କହିଛି ଯେ ବାଲ୍ଟିକ ସାଗରରେ ଆମେରିକାର ଚାରିଟି ଷ୍ଟ୍ରାଟେଜିକ ବୋମା ବିସ୍ଫୋରଣ ବିମାନ ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri