କ୍ୱିଭ୍‌ ଦଖଲ ପାଇଁ ସିରିଆ ଯୋଦ୍ଧାଙ୍କୁ ନିଯୁକ୍ତ କରୁଛି ରୁଷିଆ…

ମସ୍କୋ,୭।୩ : ୟୁକ୍ରେନ ଯୁଦ୍ଧରେ ରାଜଧାନୀ କ୍ୱିଭ୍‌ ଦଖଲ କରିବା ଲାଗି ରୁଷିଆ ସିରିଆ ଯୋଦ୍ଧାଙ୍କୁ ସାମିଲ କରୁଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରୁଷିଆର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ସିରିଆ ଯୋଦ୍ଧାଙ୍କୁ କ୍ୱିଭ୍‌ ଦଖଳ କାର୍ଯ୍ୟରେ ନିୟୋଜିତ କରିବାକୁ ଯୋଜନା କରୁଛନ୍ତି।

ସିରିଆ ଯୋଦ୍ଧାମାନେ ସହରୀ ଯୁଦ୍ଧରେ ଅଭିଜ୍ଞ। ତେଣୁ ପୁଟିନ୍‌ ଏଭଳି କରିବାକୁ ନିଷ୍ପତ୍ତି ନେଇଥିବା କୁହାଯାଉଛି। ୨୦୧୫ଠାରୁ ରୁଷିଆ ସିରିଆ ଗୃହଯୁଦ୍ଧରେ ଆବଶ୍ୟକ ସହାୟତା ଯୋଗାଇ ଦେଉଛି। ଆମେରିକାର ୪ ଜଣ ଅଧିକାରୀଙ୍କ ତଥ୍ୟ ଆଧାରରେ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ ରିପୋର୍ଟ କରିଛି ଯେ କିଛି ସିରିଆ ଯୋଦ୍ଧା ରୁଷିଆ ପକ୍ଷରୁ ଏକ ନୂତନ ଆକ୍ରମଣ ପାଇଁ ପ୍ରସ୍ତୁତ ହୋଇସାରିଛନ୍ତି।

ସିରିଆ ଯୋଦ୍ଧାଙ୍କୁ ରୁଷିଆ ମାସିକ ୨୦୦ ରୁ ୩୦୦୦ ଡଲାର ଦରମା ଆକାରରେ ପ୍ରଦାନ କରିବ। ସେମାନଙ୍କୁ ୬ ମାସିଆ ନିଯୁକ୍ତି ପ୍ରଦାନ କରାଯିବ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri