ୟୁକ୍ରେନ ଉପରେ ଇଣ୍ଟର-କଣ୍ଟିନେଣ୍ଟାଲ ବାଲିଷ୍ଟିକ୍ ମିସାଇଲ୍ ମାଡ଼ କଲା ରୁଷିଆ; ପରମାଣୁ ଯୁଦ୍ଧ ଆଶଙ୍କା

ନୂଆଦିଲ୍ଲୀ,୨୧।୧୧: ଭ୍ଲାଦିମିର ପୁଟିନ ଆଣବିକ ଅସ୍ତ୍ର ବ୍ୟବହାର କରିବା ନିୟମ ପରିବର୍ତ୍ତନ କରିବାର ଗୋଟିଏ ଦିନ ପରେ ରୁଷିଆ ୟୁକ୍ରେନରେ ଉପରେ ଇଣ୍ଟର-କଣ୍ଟିନେଣ୍ଟାଲ ବାଲିଷ୍ଟିକ୍ ମିସାଇଲ୍ କିମ୍ବା ଆଇସିବିଏମ୍ ମାଡ଼ କରିଛି। ଏହି ମିସାଇଲ ପାରମ୍ପାରିକ (ଅଣ-ଆଣବିକ) ହୋଇଥିଲେ ମଧ୍ୟ ଏହାଦ୍ୱାରା ରୁଷିଆ ୟୁକ୍ରେନ ଏବଂ ଏହାର ପାଶ୍ଚାତ୍ୟ ସହଯୋଗୀ ଦେଶମାନଙ୍କୁ କଡା ଚେତାବନୀ ଯେ, ମସ୍କୋର ସହନ ସୀମାକୁ ସମ୍ମାନ ଦିଆଯିବା ଆବଶ୍ୟକ।

ରୁଷିଆର ଆକ୍ରଣକୁ ୟୁକ୍ରେନ ବାୟୁସେନା ନିଶ୍ଚିତ କରିଛି। ଏହି ମିଶାଇଲା ବ୍ୟତୀତ କିଞ୍ଜଲ ହାଇପରସୋନିକ୍ ଏବଂ କେଏଚ-୧୦୧ କ୍ରୁଜ୍ ମିଶାଇଲ ସହିତ ମଧ୍ୟ ଆକ୍ରମଣ କରାଯାଇଛି। ୟୁକ୍ରେନ ବାୟୁସେନା ନିଶ୍ଚିତ କରିଛି ଯେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ, କୋଠା ଏବଂ ଭିତ୍ତିଭୁମି ନଷ୍ଟ ହୋଇଯାଇଛି। ଏହି ଆକ୍ରମଣରେ ଅଣ ଆଣବିକ ଅସ୍ତ୍ର ବ୍ୟବହାର କରାଯାଇଛି।

ଅନ୍ୟପଟେ ରୁଷିଆ ଦାବି କରିଛି ଯେ ଏହାର ବାୟୁ ପ୍ରତିରକ୍ଷା ବ୍ୟବସ୍ଥା ଦୁଇଟି ବ୍ରିଟିଶ ଷ୍ଟର୍ମ ଶେଡ କ୍ଷେପଣାସ୍ତ୍ରକୁ ମାରି ଖସିଛି। ଏହି କ୍ଷେପଣାସ୍ତ୍ରଗୁଡ଼ିକ ୟୁକ୍ରେନ ୟୁକ୍ରେନ ଦ୍ୱାରା ରୁଷିଆ ଆଡକୁ ମାଡ଼ କରାଯାଇଥିଲା। ପ୍ରଥମ ଥର ପାଇଁ ରୁଷିଆ ବିରୁଦ୍ଧରେ ୟୁକ୍ରେନ ଏହି କ୍ଷେପଣାସ୍ତ୍ର ବ୍ୟବହାର କରିଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri