ୟୁକ୍ରେନ ଉପରେ ଇଣ୍ଟର-କଣ୍ଟିନେଣ୍ଟାଲ ବାଲିଷ୍ଟିକ୍ ମିସାଇଲ୍ ମାଡ଼ କଲା ରୁଷିଆ; ପରମାଣୁ ଯୁଦ୍ଧ ଆଶଙ୍କା

ନୂଆଦିଲ୍ଲୀ,୨୧।୧୧: ଭ୍ଲାଦିମିର ପୁଟିନ ଆଣବିକ ଅସ୍ତ୍ର ବ୍ୟବହାର କରିବା ନିୟମ ପରିବର୍ତ୍ତନ କରିବାର ଗୋଟିଏ ଦିନ ପରେ ରୁଷିଆ ୟୁକ୍ରେନରେ ଉପରେ ଇଣ୍ଟର-କଣ୍ଟିନେଣ୍ଟାଲ ବାଲିଷ୍ଟିକ୍ ମିସାଇଲ୍ କିମ୍ବା ଆଇସିବିଏମ୍ ମାଡ଼ କରିଛି। ଏହି ମିସାଇଲ ପାରମ୍ପାରିକ (ଅଣ-ଆଣବିକ) ହୋଇଥିଲେ ମଧ୍ୟ ଏହାଦ୍ୱାରା ରୁଷିଆ ୟୁକ୍ରେନ ଏବଂ ଏହାର ପାଶ୍ଚାତ୍ୟ ସହଯୋଗୀ ଦେଶମାନଙ୍କୁ କଡା ଚେତାବନୀ ଯେ, ମସ୍କୋର ସହନ ସୀମାକୁ ସମ୍ମାନ ଦିଆଯିବା ଆବଶ୍ୟକ।

ରୁଷିଆର ଆକ୍ରଣକୁ ୟୁକ୍ରେନ ବାୟୁସେନା ନିଶ୍ଚିତ କରିଛି। ଏହି ମିଶାଇଲା ବ୍ୟତୀତ କିଞ୍ଜଲ ହାଇପରସୋନିକ୍ ଏବଂ କେଏଚ-୧୦୧ କ୍ରୁଜ୍ ମିଶାଇଲ ସହିତ ମଧ୍ୟ ଆକ୍ରମଣ କରାଯାଇଛି। ୟୁକ୍ରେନ ବାୟୁସେନା ନିଶ୍ଚିତ କରିଛି ଯେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ, କୋଠା ଏବଂ ଭିତ୍ତିଭୁମି ନଷ୍ଟ ହୋଇଯାଇଛି। ଏହି ଆକ୍ରମଣରେ ଅଣ ଆଣବିକ ଅସ୍ତ୍ର ବ୍ୟବହାର କରାଯାଇଛି।

ଅନ୍ୟପଟେ ରୁଷିଆ ଦାବି କରିଛି ଯେ ଏହାର ବାୟୁ ପ୍ରତିରକ୍ଷା ବ୍ୟବସ୍ଥା ଦୁଇଟି ବ୍ରିଟିଶ ଷ୍ଟର୍ମ ଶେଡ କ୍ଷେପଣାସ୍ତ୍ରକୁ ମାରି ଖସିଛି। ଏହି କ୍ଷେପଣାସ୍ତ୍ରଗୁଡ଼ିକ ୟୁକ୍ରେନ ୟୁକ୍ରେନ ଦ୍ୱାରା ରୁଷିଆ ଆଡକୁ ମାଡ଼ କରାଯାଇଥିଲା। ପ୍ରଥମ ଥର ପାଇଁ ରୁଷିଆ ବିରୁଦ୍ଧରେ ୟୁକ୍ରେନ ଏହି କ୍ଷେପଣାସ୍ତ୍ର ବ୍ୟବହାର କରିଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?