ୟୁକ୍ରେନ ଉପରେ ଆଣବିକ ଆକ୍ରମଣ ଆରମ୍ଭ କରିବାକୁ ଯୋଜନା କରୁଛି ରୁଷିଆ: ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ସରମାଟ’ କଲା ମୁତୟନ…

ମସ୍କୋ,୩।୯ : ପରମାଣୁ କ୍ଷମତା ବିଶିଷ୍ଟ ଅତ୍ୟାଧୁନିକ ଆନ୍ତଃମହାଦେଶୀୟ ବାଲିଷ୍ଟିକ କ୍ଷେପଣାସ୍ତ୍ର ସରମାଟ ମୁତୟନ କରିଛି। ପାଶ୍ଚାତ୍ୟ ବିଶ୍ଳେଷକମାନେ ସରମାଟକୁ ଶୟତାନ-୨ ବୋଲି ନାମିତ କରିଛନ୍ତି। ଏହା ପୂର୍ବରୁ ଏହାର ମୁତୟନ ୨୦୨୨ରେ କରାଯାଇଥାନ୍ତା। ରୁଷିଆର ସ୍ପେସ ଏଜେନ୍ସି ମୁଖ୍ୟ ୟୁରୀ ବୋରିସୋଭ କହିଛନ୍ତି ଏହି କ୍ଷେପଣାସ୍ତ୍ର ମୁତୟନ କରାଯାଇଛି।

ସରମାଟ ଖୁବ କମ ସମୟ ନୋଟିସରେ ଲଞ୍ଚ କରାଯାଇପାରିବ, ଯାହାକି ସିସିଟିଭି ସିଷ୍ଟମ ଦ୍ୱାରା ଚିହ୍ନଟ କରିବା କଷ୍ଟକର ହେବ। ଏହା ସବୁଠାରୁ ମାରାତ୍ମକ ଅସ୍ତ୍ର ମଧ୍ୟରୁ ବିବେଚନା କରାଯାଏ। ସରମାଟ ୧୮ ହଜାର କିଲୋମିଟର ପର୍ଯ୍ୟନ୍ତ ୧୦ଟି ଆଣବିକ ୱାରହେଡ ବହନ କରିବାକୁ ସକ୍ଷମ। ଏହା ଆର-୩୬ ଭଳି କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର…

ଘେରିଲେଣି ବିରୋଧି, କହିଲେ ନିଶାନ୍ତ କାହିଁକି ‘ନିରବ’? ମୁଜାଫରପୁର ହସ୍ପିଟାଲ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ପରେ…

ପାଟନା,୪।୬: ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ଘଟିଥିବା ଏକ ଭୟଙ୍କର ଅଗ୍ନିକାଣ୍ଡ ବିହାରର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ICU ଅଗ୍ନିକାଣ୍ଡରେ ପାଞ୍ଚ ଜଣ…

ଜିତିଲା ଆମେରିକା, ଇରାନ ଉପରେ ଆଉ କରିବ ନାହିଁ ଆକ୍ରମଣ; ମାର୍କୋ ରୁବିଓ କହିଛନ୍ତି: ‘ଅପରେଶନ ଏପିକ ଫ୍ୟୁରି ଶେଷ’

ଓ୍ବାଶିଂଟନ,୪।୬: ଆମେରିକାର ବିଦେଶ ସଚିବ ମାର୍କୋ ରୁବିଓ ବୁଧବାର ପୁଣି ଥରେ ଦାବି କରିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ ହୋଇଛି। ବିପରୀତରେ, ଘାତକ ଆକ୍ରମଣ…

ମୃତ୍ୟୁର ୪ ମାସ ପରେ ଖାମେନେଇଙ୍କର ହେବ ଅନ୍ତିମ ସଂସ୍କାର! ବାହାରିବ ପାର୍ଥିବ ଶରୀରର ଶୋଭାଯାତ୍ରା

ତେହରାନ,୪।୬: ହତ୍ୟାର ପ୍ରାୟ ଚାରି ମାସ ପରେ, ଇରାନର ସ୍ବର୍ଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଇରାନର ମଶାଦ ସହରସ୍ଥିତ ଇମାମ ରେଜାଙ୍କ ମଠ ନିକଟରେ…

ଘରେ ଥିଲାବେଳେ ଫାଟିଲା AC, ଆଉ ତାପରେ…

ବଲାଙ୍ଗୀର,୪।୬( ସୁନିଲ କୁମାର ମହାନ୍ତି): ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଳିଗଲା ଏସି ।ଏସିଟି ବ୍ଳାଷ୍ଟ ହେବା ପରେ ଉକ୍ତ ଘରେ ଥିବା ଏକ ଚାରିଚକିଆ ଗାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri