କରୋନାର ଦ୍ୱିତୀୟ ଟିକା ପ୍ରସ୍ତୁତ କରିଥିବା ଦାବି କଲା ରୁଷିଆ

ମସ୍କୋ,୧୫ ।୧୦: ଗୋଟିଏ ପଟେ କରୋନା ମହାମାରୀ ସହ ସାରା ବିଶ୍ୱ ଲଢି ଚାଲିଥିବା ବେଳେ ଅନ୍ୟପଟେ ଏବେ ରୁଷିଆ କରୋନାର ଦ୍ୱିତୀୟ ଟିକା ବିକଶିତ କରିଥିବା ଦାବି କରିଛି । ଏହି ଘୋଷଣା ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବୁଧବାର କରଥିବା ସୂଚନା ମିଳିଛି । ଏହା ପୂର୍ବରୁ ମଧ୍ୟ ରୁଷିଆ ପ୍ରଥମେ କରୋନା ଭ୍ୟାକ୍ସିନ ବିକଶିତ କରିଥିବା ଘୋଷଣା କରିଥିଲା । ଅନ୍ୟପଟେ ଏବେ ସାରା ବିଶ୍ୱରେ ବିଭିନ୍ନ ଦେଶରେ କରୋନା ଭ୍ୟାକ୍ସିନ ଉପରେ କାମ ଚାଲିଥିବା ବେଳେ କଛି ଦେଶରେ ଏହାର ଟ୍ରାଏଲ ମଧ୍ୟ କରାଗଲାଣି । କୁହାଯାଉଛି ଏଥର ରୁଷିଆ ଯେଉଁ ଭ୍ୟାକ୍ସିନକୁ ପଞ୍ଜୀକୃତ କରିଛି ତାହା ସିନ୍ଥେଟିକ ଭାଣିସ ପ୍ରୋଟିନ ବ୍ୟବହାର କରି ରୋଗ ପ୍ରତିରୋଧକ ପତିକ୍ରିୟା ସୃଷ୍ଟି କରିଥାଏ । ରୁଷିଆ ରାଷ୍ଟ୍ରପତିଙ୍କ ସମେତ ଉପ ପ୍ରଧାନମନ୍ତ୍ରୀ ମଧ୍ୟ କହିଛନ୍ତି ଦ୍ୱିତୀୟ ଭ୍ୟାକ୍ସିନ ସୁରକ୍ଷିତ । ପାଖାପାଖି ୪୦ ହଜାର ସ୍ୱେଚ୍ଛାସେବୀଙ୍କ ଉପରେ ଏହା ପରୀକ୍ଷା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନା କରୋନା ପଜିଟିଭ୍‌…

ମୁମ୍ବାଇ,୮।୫: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି...

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୪୮ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୧୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

କରୋନାର ନୂଆ ଭାରିଆଣ୍ଟକୁ ନେଇ ପୁଣି ଚିନ୍ତାରେ ବିଶ୍ୱ

କେପ୍‌ଟାଉନ/ନୂଆଦିଲ୍ଲୀ,୨୬।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଛି । ଏହି ଭାରିଆଣ୍ଟ ଦୃତଗତିରେ ବ୍ୟାପୁଛି । ଗବେଷଣା ପରେ ବୈଜ୍ଞାନିକମାନେ କରିଛନ୍ତି ଯେ,...

ସହିଷ୍ଣୁତାରେ ବିଶ୍ୱଶାନ୍ତି ସମ୍ଭବ

ଜାତିସଂଘ: ଆନ୍ତର୍ଜାତିକ ସହିଷ୍ଣୁତା ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ପାଳନ କରାଯାଉଛି। ବିଶ୍ୱରେ ଅସହିଷ୍ଣୁତାର କାୟାବିସ୍ତାର କରିବାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇବା ପରେ ଜାତିସଂଘ...

ଆତ୍ମଘାତୀ ବିସ୍ଫୋରଣରେ ୧୦ ନିହତ

କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ...

ସ୍ପେସ୍‌ ହୋମ ଦେବ ସୁଖଦ ଅନୁଭୂତି

ନ୍ୟୁୟର୍କ: ବିଶ୍ୱବ୍ରହ୍ମାଣ୍ଡର ପର୍ଯ୍ୟଟନ ମାନଚିତ୍ରରେ ଯୋଡ଼ି ହେବ ମହାକାଶ। ଅର୍ଥାତ୍‌ ଜଣେ ଚାହିଁଲେ ମହକାଶକୁ ଯାଇପାରିବ। ସେଠାରୁ ଉପଭୋଗ କରିପାରିବ ପୃଥିବୀର ମନୋରମ ଦୃଶ୍ୟ। ହଁ...

ଓ୍ବାଗନର ଗ୍ରୁପ୍‌ ସୈନ୍ୟ ପହଞ୍ଚିଲେ ବେଲାରୁଷ: ସ୍ବାଗତ କଲେ ରାଷ୍ଟ୍ରପତି…

ମସ୍କୋ,୨୫।୭ : ୱାଗନର୍‌ ଗ୍ରୁପ୍‌ର ହଜାର ହଜାର ଭଡ଼ାଟିଆ ସୈନ୍ୟ ବେଲରୁଷରେ ପହଞ୍ଚିଛନ୍ତି। ଏକ ସାମରିକ ମନିଟରିଂ ଗୋଷ୍ଠୀ ଏହି ସୂଚନା ଦେଇଛନ୍ତି। ୱାଗନର୍‌ ଗ୍ରୁପ୍‌ରପ୍ରାୟ...

ମଦ ଦୋକାନ ଆଗରେ ଲମ୍ବା ଧାଡ଼ିରେ ରହିଛି ଚପଲ-ଛତା

ତ୍ରିଚିଲାପଲୀ,୧୬।୫: କରୋନା ମହାମାରୀ ଯୋଗୁ ଅର୍ଥନୀତିରେ ସୁଧାର ଆଣିବା ଲାଗି ସରକାରଙ୍କ ପକ୍ଷରୁ ମଦ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ତାମିଲନାଡୁ ତ୍ରିଚିଲାପଲୀ ଜିଲାରେ ଲୋକେ...

Advertisement
Archives

Model This Week