ପରମାଣୁ ପ୍ଲାଣ୍ଟ କବ୍‌ଜା କଲା ରୁଷିଆ

କ୍ୱିଭ୍‌,୪।୩: ରୁଷିଆ ସୈନ୍ୟବାହିନୀ ୟୁକ୍ରେନର ଜାପୋରିଜିଆ ପରମାଣୁ ପାଓ୍ବାର ପ୍ଲାଣ୍ଟକୁ କବ୍ଜା କରି ନେଇଛି। ଏହାପୂର୍ବରୁ ରୁଷିଆ ସେନା ଏହାକୁ ବୋମାମାଡ଼ କରିଥିଲା, ଏହା ପରେ ପ୍ଲାଣ୍ଟ ପରିସରରେ ଧୂଆଁ ବାହାରୁଥିଲା। ଆମେରିକା, ବ୍ରିଟେନ ଇତ୍ୟାଦି ଏହା ଉପରେ ଉଦବେଗ ପ୍ରକାଶ କରିଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଥିଲେ, ଯଦି ପରମାଣୁ ବିସ୍ଫୋରଣ ହୁଏ ତେବେ ସମଗ୍ର ୟୁରୋପ ଧ୍ୱଂସ ହୋଇଯିବ।
ଏ ପର୍ଯ୍ୟନ୍ତ ଜେଡଏନପିପିର ୟୁନିଟ ସଠିକ ଭାବରେ କାମ କରୁଛି । ଏଥିରେ ସମୁଦାୟ ୬ଟି ପରମାଣୁ ରିଆକ୍ଟର ଅଛି । ଏହା ୟୁରୋପର ସବୁଠାରୁ ବଡ ଆଣବିକ ଶକ୍ତି କେନ୍ଦ୍ର ଅଟେ। ବର୍ତ୍ତମାନ ଏହାର ବିକିରଣ ସ୍ତରରେ କୌଣସି ପରିବର୍ତ୍ତନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri