ୟୁକ୍ରେନର ୩ ଡ୍ରୋନ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୩ା୮: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଶେଷ ହେବାର ନାଁ ନେଉନି। ପରସ୍ପର ପ୍ରତି ଆକ୍ରମଣ ପ୍ରତିଆକ୍ରମଣ ଜାରି ରଖିଛନ୍ତି। ରବିବାର ୟୁକ୍ରେନ ଦ୍ୱାରା କରାଯାଇଥିବା ଡ୍ରୋନ୍‌ ଆକ୍ରମଣକୁ ଇତିମଧ୍ୟରେ ରୁଷିଆ ଖଣ୍ଡନ କରିଥିବା ବେଳେ ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ରୁଷିଆ ୟୁକ୍ରେନ ଡ୍ରୋନ୍‌କୁ ଖସାଇ ଦେଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ବେଲଗୋରୋଡ ଅଞ୍ଚଳରେ ୟୁକ୍ରେନର ଦୁଇଟି ଡ୍ରୋନ୍‌ ଏବଂ ଅନ୍ୟଟି କୁର୍ସ୍କ ଅଞ୍ଚଳରେ ଖସାଇ ଦିଆଯାଇଛି।

ସୂଚନାଯୋଗ୍ୟ, ମେ’ ଆରମ୍ଭରେ କ୍ରିମିୟା ଉପରେ ଏକ ଡ୍ରୋନ୍‌ ନଷ୍ଟ ହୋଇଯାଇଥିଲା। ସେବେଠାରୁ ରୁଷିଆ ଉପରେ ୟୁକ୍ରେନର ଡ୍ରୋନ୍‌ ଆକ୍ରମଣର ସଂଖ୍ୟା ବୃଦ୍ଧି ପାଇଛି। ଏହି ମାସର ତିନି ଦିନ ପୂର୍ବରୁ ଦୁଇଥର ଡ୍ରୋନ୍‌ ଆକ୍ରମଣ ଦ୍ୱାରା ମସ୍କୋକୁ ଟାର୍ଗେଟ କରିଥିଲା ୟୁକ୍ରେନ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

ଏହି ମୁସଲିମ ଦେଶଗୁଡ଼ିକଠାରୁ କ୍ଷତିପୂରଣ ମାଗିଲା ଇରାନ, ବିଶ୍ୱରେ ପଡିଗଲା ଚହଳ

ଓ୍ବାଶିଂଟନ୍‌,୧୪।୪: ଇସଲାମାବାଦରେ ଆମେରିକା-ଇରାନ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶରେ, ଆମେରିକୀୟ ସେନା ଇରାନ ବନ୍ଦର ଏବଂ…

ଆମେରିକାର ବଡ଼ ଚେତାବନୀ: ଇରାନ୍‌ ସହ ତୈଳ କାରବାର କଲେ ହେବ ଆଇନଗତ କାର୍ଯ୍ୟାନୁଷ୍ଠାନ

ଓ୍ୱାଶିଂଟନ୍‌,୧୪ା୪: କୌଣସି ଦେଶ ଇରାନୀୟ ତୈଳ କିଣାବିକା କଲେ ସମ୍ପୃକ୍ତ ରାଷ୍ଟ୍ର ଉପରେ ଆମେରିକା କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ନେବ ବୋଲି ଚେତାବନୀ ଦେଇଛି। ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri