ହାଇପରସୋନିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କଲା ରୁଷିଆ…

ମସ୍କୋ,୧୯।୨ : ୟୁକ୍ରେନ୍‌ ସହିତ ବିବାଦ ଲାଗି ରହିଥିବାବେଳେ ଏହାକୁ ଅଧିକ ବୃଦ୍ଧି କରିଛି ରୁଷିଆ। ରୁଷିଆ ହାଇପରସୋନିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରି ସମ୍ଭାବ୍ୟ ଯୁଦ୍ଧ ସଙ୍କଟକୁ ପୁଣି ବଢ଼ାଇଛି। ଏହି କ୍ଷେପଣାସ୍ତ୍ର ଦେଶର ଆଣବିକ ପରୀକ୍ଷାକୁ ପ୍ରୋତ୍ସାହିତ କରିବା ଲାଗି ପରୀକ୍ଷଣ ହୋଇଥିବା ମସ୍କୋ ପକ୍ଷରୁ କୁହାଯାଇଛି। କ୍ଷେପଣାସ୍ତ୍ର ପରୀକ୍ଷାର ୟୁକ୍ରେନ୍‌ ସହିତ ଯୁଦ୍ଧ କରିବାକୁ ନେଇ କୌଣସି ସମ୍ପର୍କ ନଥିବା ରୁଷିଆ କହିଛି।

ତେବେ ରୁଷିଆ ଦ୍ୱାରା ଗ୍ରହଣ କରାଯାଉଥିବା ପଦକ୍ଷେପ ସାମ୍ପ୍ରତିକ ସ୍ଥିତିର ବିପରୀତ ବୋଲି ଆମେରିକା କହିଛି। ଏହା ରୁଷିଆର ଯୁଦ୍ଧଖୋର ମନୋଭାବକୁ ସୂଚିତ କରୁଛି ବୋଲି ଆମେରିକା କହିଛି। ମାତ୍ର ଏହାକୁ ରୁଷିଆ ପକ୍ଷରୁ ଖଣ୍ଡନ କରାଯାଇଛି।

ରୁଷିଆ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଅକ୍ଷେପମୂଳକ କଥାବାର୍ତ୍ତା ପୃଥିବୀରେ ଶକ୍ତି ଧ୍ରୁବିକରଣ ସ୍ଥିତି ସୃଷ୍ଟି ହୋଇଛି।
ରୁଷିଆ ନାଟୋ ଶକ୍ତି ଯେପରି ୟୁକ୍ରେନ୍‌କୁ ସହାୟତା ନ କରେ ତାହା ଉପରେ ଗୁରୁତ୍ୱାରୋପ କରୁଛି। ଆମେରିକା ଏକ୍ଷେତ୍ରରେ ପ୍ରତିଶ୍ରୁତି ପ୍ରଦାନ କଲେ ଶାନ୍ତି ଫେରିଆସିବ ବୋଲି ରୁଷିଆ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri