ଜାପାନ ସାଗରରେ ଜାହାଜରୁ ମିଶାଇଲର ପରୀକ୍ଷଣ କଲା ରୁଷିଆ

ଟୋକିଓ,୧୫ ।୪: ଜାପାନ ସରକାରଙ୍କ ସୂଚନା ଅନୁଯାୟୀ, ରୁଷିଆ ଦ୍ୱାରା ଜାପାନ ସାଗରରେ ଜାହାଜରୁ ପଠାଯାଇପାରୁଥିବା ମିଶାଇଲର ପରୀକ୍ଷଣ କରାଯାଇଛି । ଏହାପରେ ରୁଷିଆ ସେନାଙ୍କ ଗତିବିଧି ଉପରେ କଡା ନଜର ରଖାଯାଇଛି । ୟୁକ୍ରେନ୍ ଉପରେ ଆକ୍ରମଣ କରିବା ପରେ ଜାପାନ ଉପକୂଳରେ ଏହା ରୁଷିଆ ସେନାଙ୍କ ସଦ୍ୟ ସମରାଭ୍ୟାସ । ତେବେ ଆମେରିକା ନୌସେନାର ୭ମ ଫ୍ଲିଟ ଓ ଜାପାନ ସମୁଦ୍ର ଆତ୍ମରକ୍ଷା ବଳ ଜାପାନ ସାଗରରେ ମିଳିତ ନୌସେନା ଅଭ୍ୟାସ କରିବା ଘୋଷଣା କରିବାର ଗୋଟିଏ ଦିନ ପର୍ବରୁ ରୁଷିଆ ଏହି ମିଶାଇଲ ପରୀକ୍ଷଣ କରିଛି । ଯାହା ଫଳରେ ଜାପାନ ସରକାର ଏହା ଉପରେ କଡା ନଜର ରଖିଛନ୍ତି ।
ରୁଷିଆର ଆଇଟିଏଆର-ତାସ ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ରୁଷିଆ ଦୁଇଟି ଡିଜେଲ ଚାଳିତ ଜାହାଜରୁ ଗୁରୁବାର ଅଭ୍ୟାସ କରିବା ପାଇଁ କୌଲିବର କ୍ରୁଜ ମିଶାଇଲର ସଫଳତାପୂର୍ବକ ପରୀକ୍ଷଣ କରିଛି । ଜାପାନ ମିଡିଆ ପକ୍ଷରୁ ବି ଏହି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri