ସାଟେଲାଇଟ୍‌ ହ୍ୟାକିଂ ପରେ ସାଇବର ଯୁଦ୍ଧର ଧମକ ଦେଲା ରୁଷିଆ…

ମସ୍କୋ,୩।୩ : ରୁଷିଆର ସ୍ପେସ ଏଜେନ୍ସି ରସକୋମୋସ ଦେଶର ଉପଗ୍ରହକୁ ନଷ୍ଟ କରିବାକୁ ଚେଷ୍ଟା କରୁଥିବା ହ୍ୟାକରମାନଙ୍କୁ ଚେତାବନୀ ଦେଇଛି । ସେମାନଙ୍କ କାର୍ଯ୍ୟକୁ ଯୁଦ୍ଧ ଘୋଷଣା ଭାବେ ବ୍ୟାଖ୍ୟା କରାଯାଇପାରେ ବୋଲି ଏଜେନ୍ସି କହିଛି। ଯାହା ଯୁଦ୍ଧ ପାଇଁ ଯଥାର୍ଥ ଭାବେ ବିବେଚନା କରାଯାଇ ପାରେ ବୋଲି ସ୍ପେସ ଏଜେନ୍ସି ପ୍ରକାଶ କରିଛି। ଆରଟି ଅନୁଯାୟୀ,ରୁଷିଆର ଆରକେଏ ମିଶନ ନିୟନ୍ତ୍ରଣ କେନ୍ଦ୍ର ଉପରେ ସାଇବର ଆକ୍ରମଣ ପରେ ଏ;ଜନ୍ସିର ମହାନିର୍ଦ୍ଦେଶକ ଦିମିଟ୍ରି ରୋଗୋଜିନଙ୍କ ମନ୍ତବ୍ୟ ଆସିଥିଲା।

ଏକ ନ୍ୟୁଜ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ସେ କହିଥିଲେ ଯେ, ଏଭଳି କରୁଥିବା ଲୋକେ ଜାଣି ରଖିବା ଆବଶ୍ୟକ ଏହା ଏକ ଅପରାଧ। ଏନେଇ କଠୋର ଦଣ୍ଡ ବିଧାନ କରାଯାଇପାରେ। ଖୁବ୍‌ ଶୀଘ୍ର ସମ୍ପୃକ୍ତ ଲୋକଙ୍କୁ ଚିହ୍ନଟ କରାଯାଇ ଏହାର ଜବାବ ଦିଆ ଯିବ ବୋଲି ସେ କହିଛନ୍ତି। ଏହା ଦ୍ୱାରା ରୁଷିଆର ସାଟେଲାଇଟ୍‌ର କାର୍ଯ୍ୟରେ ବାଧା ସୃଷ୍ଟି କରାଯିବାର ଉଦ୍ୟମ କରାଯାଉଥିବା ସେ କହିଛନ୍ତି। ଏହା ଭୟଙ୍କର ପରିଣତି ଡାକି ଆଣିବ ବୋଲି ସେ ଚେତାବନୀ ଦେଇଛନ୍ତି।

ଏନବି-୬୫ ହ୍ୟାକର୍‌ ଗ୍ରୁପ ରୁଷିଆର ଉପଗ୍ରହ ସହିତ ରସକୋମୋସର ଯୋଗାଯୋଗକୁ ସଫଳତାର ସହ କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri