‘ଆସନ୍ତା ସପ୍ତାହରେ ଆକ୍ରମଣ କରିବ ରୁଷିଆ’

ଓ୍ବାଶିଂଟନ,୧୯ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ସେ ନିଶ୍ଚିତ ଯେ, ରୁଷିଆ ଆସନ୍ତା ସପ୍ତାହରେ ୟୁକ୍ରେନ ଉପରେ ଆକ୍ରମଣ କରିବ। ଏହି କାରଣରୁ ରୁଷିଆ ସମର୍ଥିତ ବିଦ୍ରୋହୀଙ୍କ ପରିବାରକୁ ସୁରକ୍ଷିତ ସ୍ଥାନକୁ ପଠାଯାଉଛି। ୟୁକ୍ରେନ ଉପରେ ଆକ୍ରମଣ ପାଇଁ ଏକ ବାହାନା ପ୍ରସ୍ତୁତ କରିବାକୁ ପୁଟିନ ମଧ୍ୟ ରୁଷିଆ ଉପରେ ମିଥ୍ୟା ଆକ୍ରମଣ କରିପାରନ୍ତି ବୋଲି ବାଇଡେନ ଆଶଙ୍କା କରିଛନ୍ତି। ଏହାର ଜବାବରେ ରୁଷିଆ ପୁଣିଥରେ ୟୁକ୍ରେନ ଉପରେ ଆକ୍ରମଣ ଯୋଜନାକୁ ଅସ୍ବୀକାର କରିଛି। କିନ୍ତୁ ୟୁକ୍ରେନ ସୀମାରେ ସାମରିକ ନିୟୋଜନ ସମ୍ପର୍କରେ କୌଣସି ସ୍ପଷ୍ଟୀକରଣ ଦେଇନାହିଁ। ଶନିବାର ଆଣବିକ ଅସ୍ତ୍ରଶସ୍ତ୍ର ପରିଚାଳନା କରୁଥିବା ରଣନୈତିକ ଶକ୍ତି ବାଲିଷ୍ଟିକ ଏବଂ କ୍ରୁଜ କ୍ଷେପଣାସ୍ତ୍ରର ଡ୍ରିଲ ଏବଂ ପରୀକ୍ଷଣ କରିଥିଲେ। ଯାହାକୁ ପୁଟିନ ନିଜେ ଦେଖିଥିଲେ। ଏହି ସମୟରେ ରୁଷିଆ ସମର୍ଥିତ ବିଦ୍ରୋହୀ ଏବଂ ୟୁକ୍ରେନ ସୈନ୍ୟ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri