ଭାରତୀୟ ଔଷଧ କମ୍ପାନୀକୁ ୧୦ କୋଟି କରୋନା ଟିକା ଯୋଗାଇବ ରୁଷିଆ

ମସ୍କୋ,୧୬।୯-କରୋନା ମୁକାବିଲା ପାଇଁ ରୁଷିଆ ଭାରତକୁ ୧୦ କୋଟି ସ୍ପୁଟନିକ-ଭି ଟିକା ଯୋଗାଇ ଦେବ। ଏହି ଟିକା ଭାରତର ଫାର୍ମା କମ୍ପାନୀ ଡକ୍ଟର ରେଡ୍ଡୀ ଲାବୋରେଟୋରିକୁ ମିଳିବ। ଏ ନେଇ ରୁଷିଆର ଡାଇରେକ୍ଟ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ (ଆରଡିଆଇଏଫ) ସହ ଭାରତର ଚୁକ୍ତି ହୋଇଛି। ରୁଷିଆ ଦ୍ୱାରା ପ୍ରସ୍ତୁତ କରୋନା ଟିକାର ନାମ ସ୍ପୁଟନିକ-ଭି କୋଭିଡ -୧୯ ରହିଛି।
ରୁଷିଆ ବିଶ୍ୱର ପ୍ରଥମ କରୋନା ଟିକା ’ସ୍ପୁଟନିକ-ଭି’ ବିକଶିତ କରିଛି। ଏହି ଟିକା ମାନବ ଶରୀରରେ ପରୀକ୍ଷା କରାଯାଇଥିଲା। ଯେଉଁମାନଙ୍କ ଶରୀରରେ ଏହି ଟିକା ପରୀକ୍ଷା କରାଯାଇଥିଲା ସମସ୍ତେ ସୁରକ୍ଷିତ ରହିଛନ୍ତି ବୋଲି ଜଣାପଡ଼ିଛି। ଭାରତରେ ଏହି ରୁଷିଆ ଟିକାର ମିଳିତ ଭାବେ ପରୀକ୍ଷଣ କରାଯିବ। ବିଶେଷଜ୍ଞ ଟିମର ଅନୁମୋଦନରେ ପରେ ଚଳିତ ବର୍ଷର ଶେଷ ଆଡକୁ ଭାରତକୁ ଏହି ଟିକା ଆସିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?