ରୁଷିଆ ନିୟନ୍ତ୍ରିତ ଅଞ୍ଚଳରେ ମିଳିଲା ୨୧ ବନ୍ଦିସ୍ଥଳ, କବର ଖନନ, ଯୁଦ୍ଧ ବନ୍ଦୀଙ୍କ ସହ ଅମାନୁଷିକତାର ସୂଚନା!

ୱାଶିଂଟନ/କ୍ୱିଭ,୨୭ ।୮: ଆମେରିକା ବୈଦେଶିକ ମନ୍ତ୍ରଣାଳୟ ୟେଲ ବିଶ୍ୱବିଦ୍ୟାଳୟର ଗବେଶକଙ୍କ ସହ ମିଶି ପୂର୍ବ ୟୁକ୍ରେନର ଦୋନେସ୍କ ଅଞ୍ଚଳରେ ଅତିକମରେ ୨୧ଟି ସ୍ଥାନର ଚିହ୍ନଟ କରିଛନ୍ତି ଯାହାକୁ ରୁଷିଆ ବନ୍ଦିସ୍ଥଳ କରିଛି । ଏହାର ବ୍ୟବହାର ରୁଷିଆ ସେନା ୟୁକ୍ରେନ ସମର୍ଥିତ ନାଗରିକ ଓ ଯୁଦ୍ଧ କଏଦୀଙ୍କ ବିରୋଧରେ ବ୍ୟବହାର କରୁଛି । ବୈଦେଶିକ ମନ୍ତ୍ରଣାଳୟ କହିଛି କିଛି ସ୍ଥାନରେ ସାମୁହିକ କବର ସ୍ଥାନର ବି ସଙ୍କେତ ମିଳିଛି ।
ୟେଲ ସ୍କୁଲ ଅଫ ପବ୍ଲିକ ହେଲେ୍‌ଥର ମାନବିକ ଅନୁସନ୍ଧାନ ଲାବୋରୋଟୋରୀର ଅନୁସନ୍ଧାନକାରୀମାନେ କହିଛନ୍ତି, ୨୧ଟି ସ୍ଥାନ ଫିଲ୍ଟରେଶନ ପ୍ରଣାଳୀର ଏକ ଅଂଶ ଯାହାର ବ୍ୟବହାର କଏଦୀ ଓ ଅନ୍ତେବାସୀଙ୍କ ସହ ଅମାନବିକତା ପାଇଁ ବ୍ୟବହାର କରାଯାଉଛି । ଏହି ସିଦ୍ଧାନ୍ତରେ ପହଞ୍ଚିବା ପୂର୍ବରୁ ବାଣିଜ୍ୟିକ ଉପଗ୍ରହର ଚିତ୍ର ଓ ଓପନ ସୋର୍ସ ସୂଚନାକୁ ଅତି ନିକଟରୁ ଯାଞ୍ଚ କରାଯାଇଥିଲା ।
ମିଳିଥିବା ସୂଚନା ଅନୁଯାୟୀ, ରୁଷିଆ କବଜା କରିଥିବା ୟୁକ୍ରେନ ଅଞ୍ଚଳରେ ବନ୍ଦୀ ଓ କଏଦୀମାନଙ୍କୁ କେନ୍ଦ୍ର ବାହାରେ ରହିବାକୁ ବାଧ୍ୟ କରାଯାଉଛି । ଏଠାରେ ସେମାନଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ କାଗାରରେ ରଖାଯାଇପାରେ, ରୁଷିଆରୁ ନିର୍ବାସିତ କରାଯାଇପାରେ କିମ୍ବା ମାରିବି ଦିଆଯାଇପାରେ । ଏକ ରିପୋର୍ଟ ମାଧ୍ୟମରେ ଅନୁସନ୍ଧାନକାରୀମାନେ ଏହି ତଥ୍ୟ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri