Posted inଜାତୀୟ

ୟୁକ୍ରେନ ପ୍ରସଙ୍ଗରେ ବିବୃତି ରଖିବେ ଜୟଶଙ୍କର

ନୂଆଦିଲ୍ଲୀ,୧୪।୩: ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାର ଆରମ୍ଭ ହୋଇଯାଇଛି। ବୈଦେଶିକ ମନ୍ତ୍ରୀ ଡା. ଏସ୍‌ ଜୟଶଙ୍କର ମଙ୍ଗଳବାର ଲୋକସଭା ଓ ରାଜ୍ୟସଭାରେ ୟୁକ୍ରେନ ପ୍ରସଙ୍ଗ ଉପରେ ବିବୃତି ରଖିବେ।

ଭାଜପା ରଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କ ସମେତ ଦଳର ଅନ୍ୟ ସାଂସଦ ଅଧିବେଶନରେ ଯୋଗ ଦେଇଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ସଂସଦର ଉଭୟ ଗୃହରେ ୧୯ଟି ବୈଠକ ହେବ। ଏଥିରେ ସାଧାରଣ ବଜେଟ ଓ ଆର୍ଥିକ ବିଲ୍‌ ପାରିତ କରିବା କେନ୍ଦ୍ର ସରକାରଙ୍କ ପ୍ରଥମ ପ୍ରାଥମିକତା ହେବ। ଅନ୍ୟପକ୍ଷେ ମହଙ୍ଗା, ବେକାରୀ ସମସ୍ୟା ଏବଂ ୟୁକ୍ରେନରେ ଫସିଥିବା ଭାରତୀୟଙ୍କୁ ଉଦ୍ଧାର ଆଦି ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁୟାରୀ ୨୯ରୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ରହସ୍ୟମୟ ମନ୍ଦିର: ଯେଉଁଠାରେ ନିଜ ପିଣ୍ଡଦାନ ନିଜେ କରଥାନ୍ତି ଲୋକ!

ଦେଶରେ ଏପରି ଏକ ମନ୍ଦିର ରହିଛି, ଯେଉଁଠାରେ ଜୀବିତ ଲୋକମାନେ ନିଜର ପିଣ୍ଡଦାନ ନିଜେ କରନ୍ତି। ଏହି ମନ୍ଦିରଟି ସମ୍ପୂର୍ଣ୍ଣ ନିଆରା ଏବଂ ଅନନ୍ୟ। ସାଧାରଣତଃ ମୃତ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?