ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ…

ମସ୍କୋ/କୈବ,୧୩।୯: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଭୋଲ୍ଡାୟମର ଜେଲେନ୍ସିକ୍‌ କହିଛନ୍ତି ଯେ, ରୁଷିଆ ସୈନ୍ୟ ବାହିନୀଙ୍କ ସଂଖ୍ୟା ୟୁକ୍ରେନ୍‌ ସୀମାରେ ଧୀରେଧୀରେ ବଢ଼ିବାରେ ଲାଗିଛି। ଖୁବ୍‌ ଶୀଘ୍ର ରୁଷିଆ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ ସହିତ ଆଲୋଚନା କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଏହାଦ୍ୱାରା ସମସ୍ୟାର ସମାଧାନର ବାଟ ଫିଟିବାର ଆଶା ରହିଥିବା ସେ କହିଛନ୍ତି। ପୂର୍ବରୁ ଚଳିତ ବର୍ଷ ଆରମ୍ଭରେ ରୁଷିଆ ୟୁକ୍ରେନ୍‌ ସୀମାରେ ନିଜର ସୈନ୍ୟ ସଂଖ୍ୟା ବୃଦ୍ଧି କରିଥିଲା। ଏହା ଦ୍ୱାରା ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢ଼ିଥିଲା। ୨୦୧୪ପରେ ପୂର୍ବ ୟୁକ୍ରେନ୍‌ର ସୀମାବର୍ତ୍ତୀ ଅଞ୍ଚଳରେ ଘଟିଥିବା ସଂଘର୍ଷରେ ଇତିମଧ୍ୟରେ ୧୪,୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି।

ୟୁରୋପୀୟ ସଂଘ ସମ୍ମିଳନୀରେ ଜେଲେନ୍ସିକ୍‌ କହିଥିଲେ ଯେ, ଦୁଇଦୋ ମଧ୍ୟରେ ଶାନ୍ତିପୂର୍ଣ୍ଣ ସମାଧାନର ସମସ୍ତ ପ୍ରୟାସ ପ୍ରାୟ ଶେଷ ହେବାକୁ ଯାଉଛି। ହୁଏତ ଆଗାମୀ ଦିନରେ ଯୁଦ୍ଧ ହୋଇପାରେ। ଦୀର୍ଘ ପ୍ରୟାସ ପରେ ମଧ୍ୟ ଦୁଇ ଦେଶ ମଧ୍ୟରେ ଗୋଟିଏ ବି ବୈଠକ ଆୟୋଜନ କରାଯାଇ ପାରି ନ ଥିବାରୁ ଜେଲେନ୍ସିକ୍‌ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହି ସମସ୍ୟାକୁ ଗୁରୁତ୍ୱ ଦିଆଯାଉ ନ ଥିବା ଜେଲେନ୍ସିକ୍‌ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri