ରୁଷିଆ-ୟୁକ୍ରେନ ମଧ୍ୟରେ ଆଲୋଚନା ଆରମ୍ଭ

ମସ୍କୋ,୨୮।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ ହେବ କି ନାହିଁ, ସୋମବାର ନିଷ୍ପତ୍ତି ନିଆଯାଇପାରେ। ବେଲାରୁଷରେ ରୁଷିଆ-ୟୁକ୍ରେନ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ମଧ୍ୟରେ ସୃଷ୍ଟି ହୋଇଥିବା ଗୁରୁତର ପରିସ୍ଥିତିକୁ ଦୃଷ୍ଟିରେ ରଖି ୟୁକ୍ରେନ ପ୍ରତିନିଧୀ ଦଳ ବେଲାରୁଷ ଗୋମେଲରେ ପହଞ୍ଚିଛନ୍ତି। ଏଠାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ୟୁକ୍ରେନର ରାଷ୍ଟ୍ରପତି କାର୍ଯ୍ୟାଳୟ କହିଛି ଯେ, ରୁଷିଆ ସହିତ କଥାବାର୍ତ୍ତାର ମୂଳ ଲକ୍ଷ୍ୟ ହେଉଛି ତୁରନ୍ତ ବନ୍ଦ ଡାକରା ଏବଂ ରୁଷିଆ ସୈନ୍ୟ ପ୍ରତ୍ୟାହାର।
ଆଲୋଚନା ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲଦିମିର ଜେଲେନେସ୍କି ଟୁଇଟ୍‌ କରି ରୁଷିଆ ସେନାକୁ ତୁରନ୍ତ ଜୀବନ ବଞ୍ଚାଇ ଫେରିଯିବାକୁ କହିଛନ୍ତି। ଯେତେବେଳେ ମୁଁ ରାଷ୍ଟ୍ରପତି ନିର୍ବାଚନ ଲଢୁଥିଲି ସେତିକି ବେଳେ ଆମେ ସମସ୍ତେ ଏ ଦେଶରେ ରାଷ୍ଟ୍ରପତି ହେବା ବୋଲି କହିଥିଲି। କାରଣ ଆମେ ପ୍ରତ୍ୟେକ ନାଗରିକ ଆମ ଦେଶ ପାଇଁ ଦାୟିତ୍ୱବାନ। ଆମର ସୁନ୍ଦର ଦେଶ ୟୁକ୍ରେନ ପାଇଁ ଆମେ ଚିନ୍ତିତ। ଏବେ ଆମେ ସମସ୍ତେ ଜଣେ ଜଣେ ସୈନ୍ୟ ବୋଲି ଜେଲେନେସ୍କି ଦମ୍ଭର ସହ ଜବାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri