ଆଗାମୀ ୯୬ ଘଣ୍ଟା ମଧ୍ୟରେ କ୍ୱିଭ୍‌କୁ କବଜା କରିପାରେ ରୁଷିଆ, ଏକ ସପ୍ତାହ ମଧ୍ୟରେ ଭାଙ୍ଗିପାରେ ୟୁକ୍ରେନ୍ ସରକାର!

ମସ୍କୋ/କ୍ୱିଭ/ୱାଶିଂଟନ,୨୫ ।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭିଷିକା ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ରୁଷିଆ ସେନା ଦ୍ୱାରା ୟୁକ୍ରେନର ବହୁ ଅଞ୍ଚଳ କବଜା କରାଯିବା ସହ ଅନେକ ଲୋକଙ୍କ ଜୀବନ ଗଲାଣି । ୟୁକ୍ରେନ ରାଷ୍ଟ୍ରପତି କହିଛନ୍ତି ରୁଷିଆର ଆକ୍ରମଣ ଫଳରେ ଏବେ ପର୍ଯ୍ୟନ୍ତ ୧୩୭ ଜଣଙ୍କ ମୃତ୍ୟୁ ହେଲାଣି । ଏମାନଙ୍କ ମଧ୍ୟରେ ୧୧ ସେନା ଅଧିକାରୀ ବି ସାମିଲ ଅଛନ୍ତି । ଏହି ଆକ୍ରମଣରେ ଏବେ ପର୍ଯ୍ୟନ୍ତ ୩୧୬ ଆହତ ହୋଇଥିବା ସୂଚନା ରହିଛି । ଇତିମଧ୍ୟରେ ଆମେରିକା ସୁରକ୍ଷା ଅଧିକାରୀ ଆଶଙ୍କା କରିଛନ୍ତି କି ଆସନ୍ତା ୯୬ ଘଣ୍ଟା ମଧ୍ୟରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ କବଜାକୁ ନେଇଯାଇପାରେ । ଏହାସହ ଆସନ୍ତା ୧ ସପ୍ତାହ ମଧ୍ୟରେ ୟୁକ୍ରେନ ସରକାର ଭାଙ୍ଗିଯାଇପାରେ ।
ସୂଚନାଯୋଗ୍ୟ, ଆକ୍ରମଣର ଦ୍ୱିତୀୟ ଦିନରେ ସକାଳୁ ସକାଳୁ ରୁଷିଆ ପକ୍ଷରୁ ୟୁକ୍ରେନର ରାଜଧାନୀ କ୍ୱିଭରେ ବଡ ଧରଣର ବିସ୍ଫୋରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri